Browsing Tag

panjab

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ନବଜୋତ ସିଂହ ସିଦ୍ଧୁ

(ଦିଲ୍ଲୀ) : ସବୁ ତର୍କ ବିତର୍କ ଓ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଶେଷରେ ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି ନବଜୋତ ସିଂହ ସିଦ୍ଧୁ। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ତାଙ୍କୁ ପଞ୍ଜାବର ପିସିସି ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି। ଏହି ନିର୍ଦ୍ଦେଶକୁ…
Read More...