ପୁରୁଷ ଏକକ-୩ ବର୍ଗରେ ସ୍ବର୍ଣ୍ଣ ପଦକ ଜିଣିଲେ ପ୍ରମୋଦ ଭଗତ
ଚୀନ୍ର ହାଙ୍ଗ୍ଝୌରେ ଚାଲିଥିବା ‘ଏସିଆନ୍ ପାରା ଗେମ୍ସ୍ ୨୦୨୩ରେ ଆଜି ଭାରତର ବ୍ୟାଡ୍ମିଣ୍ଟନ୍ ଖେଳାଳି ପ୍ରମୋଦ ଭଗତ ଭାରତ ଲାଗି ୨୧ତମ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଆଜି ପୁରୁଷ ଏକକ-୩ ବର୍ଗର ଚୂଡ଼ାନ୍ତ ମ୍ୟାଚ୍ରେ ଭଗତ ନିଜ ଦେଶର ଖେଳାଳି ନିତେଶ କୁମାରଙ୍କୁ ୨୨-୨୦, ୧୮-୨୧,…
Read More...
Read More...