Browsing Tag

paralakhemundi

ଜିଲ୍ଲା ସ୍ତରୀୟ ଗଜପତି ଉତ୍ସବ ପାଇଁ ପୌର ପରିଷଦ ପକ୍ଷ ରୁ ରହାଗିରି କାର୍ଯ୍ୟକ୍ରମ ଅନୁଷ୍ଟିତ

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଆଜି ଜିଲ୍ଲା ସ୍ତରୀୟ ଗଜପତି ଉତ୍ସବ ପାଇଁ ପୌରପରିଷଦ ପକ୍ଷରୁ ର।ହ।ଗିରି କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ ଏବଂ ଅନ୍ୟତମ…
Read More...

ସ୍ୱାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ସାମ୍ବାଦିକ ଏକାଦଶ ଓ ପୌର ପରିଷଦ ଏକାଦଶଙ୍କ ବନ୍ଧୁତ୍ୱ ପୂର୍ଣ୍ଣ କ୍ରିକେଟ ମ୍ୟାଚ…

ଗଜପତି:- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ସ୍ୱାୟତ ଶାସନ ଦିବସ ଉପଲକ୍ଷେ ଗଣମାଧ୍ୟମ ଏକାଦଶ  ଓ ମ୍ୟୁନିସିପାଲ କାଉନସିଲ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱ ପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ…
Read More...

ଆନ୍ତର୍ଜାତୀକ ସମବାୟ ବର୍ଷ ୨୦୨୫ ପାଳନ ଅବସରରେ ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ଏକ ଆଲୋଚନାଚକ୍ର ଅନୁଷ୍ଠିତ

ଗଜପତି-: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସୀମାଦ୍ରୀ ଆପନା ଫଙ୍କନ୍ସନ ହଲ ପରିସରରେ  ଆନ୍ତର୍ଜାତୀକ ସମବାୟ ବର୍ଷ ୨୦୨୫ ପାଳନ ଅବସରରେ ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ ଅନୁପ ପଣ୍ଡା, ସିନିୟର…
Read More...

ପାରଳାଖେମୁଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ମହା ସମାରୋହରେ ପାଳିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି  ସ୍ଥିତ  ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ବଡ଼ ଆନନ୍ଦର ସହ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଶିଶୁ ପ୍ରାରମ୍ଭ ଠାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ କୁନିକୁନି ଭାଇଭଉଣୀ ମାନେ…
Read More...

୩ ଦିନର ଲଗାଣ ବର୍ଷାରେ ଭାସିଯାଇଛି ଅସ୍ଥାୟୀ ପୋଲ

ଗଜପତି: ଲଗାଣ ବର୍ଷାରେ ଭାସି ଯାଇଛି ଅସ୍ଥାୟୀ ପୋଲ । ଗଜପତି ଜିଲ୍ଲାର ସଦର ମହାକୁମା ପାରଳାଖେମୁଣ୍ଡି ଉପକଣ୍ଠର ଗୋଷାଣି ଡାଳିମ୍ବ-କେରାଣ୍ଡି ରାସ୍ତାରେ ନିର୍ମାଣ କରାଯାଇଥିବା ଏକ ଅସ୍ଥାୟୀ ପୋଲ ୩ ଦିନ ଲଗାତାର ବର୍ଷା ଫଳରେ ଭାସିଯାଇଛି ।ଏହି ରାସ୍ତାରେ ଥିବା ଏକ ନାଳ ଉପରେ ବ୍ରିଜ ନିର୍ମାଣ…
Read More...

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା; ହାଇକୋର୍ଟରୁ ବିଦ୍ୟାଭାରତୀଙ୍କୁ ମିଳିଲା ଆଶ୍ୱସ୍ତି

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣାରେ ଏବେ ପତ୍ନୀ ବିଦ୍ୟା ଭାରତୀଙ୍କୁ ହାକୋର୍ଟରୁ ଆଶ୍ୱସ୍ଥି ମିଳିଛି । ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ସମେତ ୩ ଜଣଙ୍କ ନାମରେ ଏନବିଡବ୍ଲୁ ଜାରି ହୋଇଥିଲା । ଏନବିଡବ୍ଲୁ ବାହାରିବା ପରେ ବିଦ୍ୟାଭାରତୀଙ୍କ ପାଇଁ…
Read More...

ଶିଶୁ ମୃତ୍ୟୁକୁ ନେଇ ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ପାରଳାଖେମୁଣ୍ଡି: ଶିଶୁ ମୃତ୍ୟୁକୁ ନେଇ ଗ୍ରାମବାସୀଙ୍କ ରାସ୍ତା ଅବରୋଧ । ଶିଶୁମାନଙ୍କୁ ଏକ୍ସପାରି ଔଷଧ ଦେବା ଯୋଗୁଁ ଗୁରୁତର ହୋଇପଡ଼ିଥିବା ନେଇ ପାରଳାଖେମୁଣ୍ଡି ଥାନାରେ ଅଭିଯୋଗ ହୋଇଛି। ଏହାକୁ ନେଇ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ମିଳିଥିବା ସୂଚନା ଅନୁସାରେ, ପାରଳାଖେମୁଣ୍ଡି…
Read More...

ପୁଣି ସିଲ୍ ହେଲା ୨ଟି ସିନେମା ହଲ୍

(ପାରଳାଖେମୁଣ୍ଡି ) : ସିଲ୍ ହେଲା ୨ଟି ସିନେମା ହଲ୍। ପାରଳାଖେମୁଣ୍ଡିର ୨ଟି ସିନେମା ହଲ୍ ସିଲ୍ କରିଛି ଜିଲ୍ଲା ପ୍ରଶାସନ। ଅନିର୍ଦ୍ଧିଷ୍ଟ କାଳ ଯାଏଁ ଜୟ ମା ଓ ଲକ୍ଷ୍ମୀ ସିନେମା ହଲକୁ ସିଲ୍ କରାଯାଇଥିବା ବେଳେ କୋଭିଡ ଗାଇଡଲାଇନ୍ ଉଲ୍ଲଙ୍ଘନ ଅଭିଯୋଗ ହୋଇଛି । ସୂଚନାଯୋଗ୍ୟ, ଗତକାଲି ଏକ…
Read More...