ରାଜ୍ୟରେ ଭୋଟ ଚୋରୀ ହୋଇଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି
ଓଡ଼ିଶା ସମେତ ସମଗ୍ର ଦେଶର ବିଭିନ୍ନ ରାଜ୍ୟରେ ଭୋଟ ଚୋରୀ ହୋଇଛି। ଓଡ଼ିଶାରେ ୪୨ ଲକ୍ଷ ଭୋଟ ଚୋରୀ ହୋଇଛି। ସୁନ୍ଦରଗଡ଼ ଜିଲ୍ଲା ତଳସରା, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କଣ୍ଟାମାଳ, କେନ୍ଦୁଝର ଜିଲ୍ଲାର ବିଭିନ୍ନ ବୁଥରେ ୨୦୨୪ ସାଧାରଣ ନିର୍ବାଚନରେ ଭୋଟର ଲିଷ୍ଟ ଠାରୁ ଅଧିକ ମତଦାନ ହୋଇଛି। ଏହା…
Read More...
Read More...