ରାଉରକେଲା ବିମାନ କ୍ରାସ୍ର ଛାତିଥରା କହାଣୀ କହିଲେ ଉଦ୍ଧାର ଯାତ୍ରୀ
ରାଉରକେଲା: ରାଉରକେଲା ବିମାନ କ୍ରାସ୍ର ଛାତିଥରା କହାଣୀ କହିଲେ ଉଦ୍ଧାର ଯାତ୍ରୀ । ମୁମ୍ବାଇରୁ ଚିକିତ୍ସିତ ହୋଇ ଫେରିବା ପରେ ସୁନିଲ ଅଗ୍ରୱାଲଙ୍କ ପ୍ରତିକ୍ରିୟା । ପାଇଲଟ୍ ବହୁତ ଚେଷ୍ଟା କରିଥିବାରୁ ଆମେ ବଞ୍ଚିଗଲୁ । ଅବତରଣର ୧୦ କିମି ପୂର୍ବରୁ ଯାନ୍ତ୍ରିକ ତ୍ରୁଟି ଜଣାପଡ଼ିଲା । ଆଗ…
Read More...
Read More...