ଉତ୍ତରାଖଣ୍ଡରେ ଏକ ବଡ଼ ହେଲିକପ୍ଟର ଦୁର୍ଘଟଣା ଘଟିଛି
ଉତ୍ତରାଖଣ୍ଡ-: ଉତ୍ତରାଖଣ୍ଡର ଉତ୍ତରକାଶୀରେ ଗୁରୁବାର ସକାଳେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି । ଖବର ପାଇ ପୋଲିସ ସହ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଛନ୍ତି ।
ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ସକାଳ ପ୍ରାୟ ୯ଟା ସମୟରେ…
Read More...
Read More...