ସାହିତ୍ୟରେ ନୋବେଲ ପୁରସ୍କାର ପାଇବେ ନରୱେର ଲେଖକ ତଥା ନାଟ୍ୟକାର ୟୁନ ଫସା
ବ୍ୟୁରୋ: ଚଳିତ ବର୍ଷ ସାହିତ୍ୟରେ ନୋବେଲ ପୁରସ୍କାର ପାଇବେ ନରୱେର ଲେଖକ ତଥା ନାଟ୍ୟକାର ୟୁନ ଫସା । ଏ ନେଇ ନୋବେଲ କମିଟି ପକ୍ଷରୁ ବିଧିବଦ୍ଧ ଭାବେ ଆଜି ଘୋଷଣା କରାଯାଇଛି। ତାଙ୍କ ନାଟକ ଓ ଗଦ୍ୟ ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ନୋବେଲ କମିଟି କହିଛି ଯେ ଯାହା ସାଧାରଣ…
Read More...
Read More...