Browsing Tag

PM Modi

ଜାପାନ ପ୍ରଧାନମନ୍ତ୍ରୀଙ୍କୁ ମୋଦିଙ୍କ ସ୍ଵତନ୍ତ୍ର ଉପହାର, ଝଟକୁଛି ଭାରତୀୟ କାରିଗରୀ ଏବଂ ଜାପାନୀ ରୋଷେଇ ପରମ୍ପରା

ନୂଆଦିଲ୍ଲୀ: ଭାରତ ଏବଂ ଜାପାନ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଦୁଇ ଦିନିଆ ଟୋକିଓ ଗସ୍ତରେ ଅଛନ୍ତି । ଏହି ସମୟରେ ମୋଦି ଜାପାନ ପ୍ରଧାନମନ୍ତ୍ରୀ ସିଗେରୁ ଇଶିବା ଏବଂ ତାଙ୍କ ପତ୍ନୀଙ୍କୁ ଏକ ସ୍ୱତନ୍ତ୍ର ଉପହାର ପ୍ରଦାନ କରିଛନ୍ତି ।…
Read More...

ଭାରତରେ ପୁଞ୍ଜି ନିବେଶ ପାଇଁ ବିଦେଶୀ କମ୍ପାନୀ ଆଗ୍ରହୀ: ମୋଦି

ନୂଆଦିଲ୍ଲୀ: ୫ ଦିନିଆ ଚୀନ-ଜାପାନ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି । ଟୋକିଓ ବିମାନ ବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଦିଆଯାଇଥିଲା । ମୋଦିଙ୍କ ପାଇଁ ବିଶ୍ବରେ ଭାରତୀୟଙ୍କ ପରିଚୟ ବଦଳିଯାଇଛି । ବିଶ୍ବର ଏକ ବ୍ରାଣ୍ଡ କହି ମୋଦିଙ୍କୁ…
Read More...

ଜାପାନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଜାପାନର ଟୋକିଓରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କୁ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା । ବିଶ୍ବର ଏକ ବ୍ରାଣ୍ଡ କହି ମୋଦିଙ୍କୁ ପ୍ରଶଂସା କଲେ ପ୍ରବାସୀ । ମୋଦିଙ୍କ ପାଇଁ ବିଶ୍ବରେ ଭାରତୀୟଙ୍କ ପରିଚୟ ବଦଳିଯାଇଛି । ୧୫ତମ…
Read More...

ଭେଟଘାଟ୍ ପୂର୍ବରୁ ପୁଟିନଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ରୁଷିଆ ରାଷ୍ଟ୍ରପତି ପୁଟିନ୍‌ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି । ପୁଟିନ୍‌ଙ୍କ ସହ କଥା ହୋଇ ଭାରତ ଆସିବାକୁ ନିମନ୍ତ୍ରଣ କଲେ ମୋଦି । ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । 'ମୋର ବନ୍ଧୁ ପୁଟିନଙ୍କ ସହ ବହୁତ ଭଲ ଏବଂ ବିସ୍ତୃତ ଆଲୋଚନା ହେଲା ।…
Read More...

ଆମେରିକା ଅତିରିକ୍ତ ଟାରିଫ୍ ଘୋଷଣା କରିବା ଦୁର୍ଭାଗ୍ୟଜନକ

ନୂଆଦିଲ୍ଲୀ: ଟ୍ରମ୍ପ୍‌ଙ୍କ ନୂଆ ଟାରିଫ୍‌ ପରେ ବିବୃତି ଜାରି କଲା ବୈଦେଶିକ ମନ୍ତ୍ରାଳୟ । ରୁଷିଆଠାରୁ ତୈଳ ଆମଦାନୀ ସମ୍ପର୍ଣ୍ଣ ଭାବେ ବ୍ୟବସାୟିକ ବିଷୟ । ୧୪୦ କୋଟି ଭାରତୟୀଙ୍କ ସ୍ବାର୍ଥକୁ ଦେଖି ତୈଳ ଆମଦାନୀ କରାଯାଉଛି । ଆମେରିକା ଅତିରିକ୍ତ ଟାରିଫ୍ ଘୋଷଣା କରିବା ଦୁର୍ଭାଗ୍ୟଜନକ ।…
Read More...

ବଡ଼ ଖବର: ଭାରତ ଉପରେ ପୁଣି ଟାରିଫ୍‌ ବଢାଇଲା ଆମେରିକା 

ନୂଆଦିଲ୍ଲୀ: ଭାରତ ଉପରେ ଆଉ ୨୫% ଟାରିଫ ବୃଦ୍ଧି କଲେ ଡୋନାଲ୍ଟ ଟ୍ରମ୍ପ୍‌ । ଦ୍ବିତୀୟ ଥର ପାଇଁ ୨୫% ବଢାଇଲେ ଟ୍ରମ୍ପ । ଏହାକୁ ମିଶାଇ ଭାରତ ଉପରେ ଟାରିଫ ୫୦%କୁ ବୃଦ୍ଧି । ଟାରିଫ ୫୦%କୁ ବୃଦ୍ଧି ନେଇ ଜାତୀୟ ଗଣମାଧ୍ୟମରେ ସୂଚନା । ଏଣିକି ଭାରତର ସାମଗ୍ରୀ ଆମେରିକାରେ ୫୦ ପ୍ରତିଶତ ଅଧିକ…
Read More...

ଚୀନ୍‌ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି, SCO ସମ୍ମିଳନୀରେ ହେବେ ସାମିଲ୍

ନୂଆଦିଲ୍ଲୀ: ଚୀନ୍‌ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି । ଅଗଷ୍ଟ ୩୧ରେ ଚୀନ୍‌ ଗସ୍ତ କରିବା ନେଇ ସୂଚନା । SCO ସମ୍ମିଳନୀରେ ଯୋଗ ଦେବାକୁ ଚୀନ୍‌ ଯିବେ ମୋଦି । ଚୀନ ସହ ଜାପାନ ମଧ୍ୟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ । ଏହି ଗସ୍ତ ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ, ବାଣିଜ୍ୟ ଏବଂ ସହଯୋଗ…
Read More...

ଆଜି ଦିଲ୍ଲୀର କର୍ତ୍ତବ୍ୟ ଭବନକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଆଜି ଦିଲ୍ଲୀର କର୍ତ୍ତବ୍ୟ ଭବନକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି । ଅପରାହ୍ଣ ୧୨ଟା ୧୫ରେ କର୍ତ୍ତବ୍ୟ ଭବନ ପରିଦର୍ଶନ ପୂର୍ବକ ଉଦ୍‌ଘାଟନ କରିବେ ମୋଦି । ପରେ ସନ୍ଧ୍ୟା ୬ଟା ୩୦ରେ ଏକ ସାଧାରଣକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ।  ପ୍ରଧାନମନ୍ତ୍ରୀଙ୍କ ଆଧୁନିକ, ଦକ୍ଷ…
Read More...

ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନରେ ଲଗାଯିବ ୭୫ ଲକ୍ଷ ଗଛ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନରେ ଲଗାଯିବ ୭୫ ଲକ୍ଷ ଗଛ । ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ମୋଦିଙ୍କ ଜନ୍ମଦିନରେ ଲଗାଯିବ ୭୫ ଲକ୍ଷ ଗଛ । ଦିନକରେ ୭୫ ଲକ୍ଷ ଗଛ ଲଗାଇ ଓଡ଼ିଶାବାସୀଙ୍କ ପକ୍ଷରୁ ଦିଆଯିବ ଉପହାର । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।…
Read More...

ବିହାରର ମୋତିହାରୀ ଜିଲ୍ଲାକୁ ୭୨୧୭ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ-: ଆଗକୁ ହେବ ବିହାର ବିଧାନସଭା ନିର୍ବାଚନ । ସେଥିପାଇଁ ବିଭିନ୍ନ ଦଳର ନେତାମାନେ ବିହାର ଯାଇ ନିର୍ବାଚନ ପ୍ରଚାର କରିବା ଆରମ୍ଭ କରିଦେଲେଣି । ତେବେ ଶୁକ୍ରବାର ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ମୋତିହାରୀ ଜିଲ୍ଲା ଗସ୍ତ କରି ୭୨୧୭ କୋଟି ଟଙ୍କାର ପ୍ରକଳ୍ପ ଭେଟି…
Read More...