Browsing Tag

PM Modi

ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ମୋଦିଙ୍କୁ ତ୍ରିନିଦାଦ ଓ ଟବାଗୋର ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତ୍ରିନିଦାଦ ଓ ଟବାଗୋର ସର୍ବୋଚ୍ଚ ସମ୍ମାନ । 'ଦ ଅର୍ଡର୍ ଅଫ୍ ଦ ରିପବ୍ଲିକ୍ ତ୍ରିନିଦାଦ ଓ ଟବାଗୋ' ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ । ପିଏମ୍‌ ମୋଦିଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି କ୍ରିଷ୍ଟିନ୍ କଙ୍ଗାଲୁ । ତେବେ ୧୪୦ କୋଟି ଭାରତୀୟଙ୍କ…
Read More...

ପ୍ରଧାନମନ୍ତ୍ରୀଙ୍କୁ ସୋସିଆଲ ମେଡିଆରେ ଟ୍ୱିଟ କରି ବର୍ଷିଲେ ବିଜେଡି ନେତ୍ରୀ ଲେଖାଶ୍ରୀ

ଭୁବନେଶ୍ୱର-: ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନଙ୍କୁ ନେଇ ବିଜେପି ଓ ସରକାରରେ ହାଇଡ୍ରାମା ଚାଲିଛି। ବିଏମ୍‌ସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ମାଡ଼ ଘଟଣାରେ ଜଗନ୍ନାଥଙ୍କୁ ଗିରଫ କରିବାକୁ ବିଭିନ୍ନ ମହଲରୁ ଚାପ ପଡ଼ୁଛି। ତେବେ ସେହି ଘଟଣା ପରେ ଭୁବନେଶ୍ୱର ସାଂସଦ ଅପରାଜିତା…
Read More...

ଭାରରତ ରେଳ ମାନଚିତ୍ରରେ ସାମିଲ ହେଲା ବୌଦ୍ଧ

ବୌଦ୍ଧ-: ଆଜି ବୌଦ୍ଧ ଜିଲ୍ଲାବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଛି । ଏଥିପାଇଁ ବେଶ ଉତ୍ସାହିତ ଅଛନ୍ତି ଜିଲ୍ଲାବାସୀ । ଭାରରତ ରେଳ ମାନଚିତ୍ରରେ ସାମିଲ ହେଲା ବୌଦ୍ଧ । ବହୁ ପ୍ରତିକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ବୌଦ୍ଧ ଓ ପୁରୁଣାକଟକ ରେଳ ଷ୍ଟେସନରୁ ରେଳ ଗଡିଲା । ବୌଦ୍ଧ ଓ…
Read More...

ଆସୁଛନ୍ତି ମୋଦୀ, ଏହି ସବୁ ସ୍ଥାନରେ ଉଡିପାରିବନି ଡ୍ରୋନ କି ବିମାନ

ଭୁବନେଶ୍ଵର: ଇତି ମଧ୍ୟରେ ବିଜେପି ସରକାରକୁ ପୂରିଛି ବର୍ଷେ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନତା ମୈଦାନରେ ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଇ ମୋଦୀ ଖୋଲିବେ ବିକାଶର…
Read More...

ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଏବଂ କାରିଗରୀକୁ ବିଶ୍ୱବ୍ୟାପୀ ପହଞ୍ଚାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ-: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନ କ୍ରୋଏସିଆ ଗସ୍ତରେ ଥିଲେ। ଏହି କ୍ରୋଏସିଆ ଗସ୍ତରେ ଯାଇଥିବା ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ହେଉଛନ୍ତି ମୋଦି। ତାଙ୍କର ଗସ୍ତକୁ ସ୍ୱତନ୍ତ୍ର କରିବା ପାଇଁ, ସେ କିଛି ଶ୍ରେଷ୍ଠ ବିଶ୍ୱ ନେତାଙ୍କୁ ସାଂସ୍କୃତିକ ଐତିହ୍ୟ ସହିତ ଜଡିତ…
Read More...

ଖରାପ ପାଣିପାଗ ଯୋଗୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସିକ୍କିମ୍‌ ଗସ୍ତ ବାତିଲ ହୋଇଛି

ନୂଆଦିଲ୍ଲୀ-: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସିକ୍କିମ୍‌ ଗସ୍ତ ବାତିଲ ହୋଇଛି । ଖରାପ ପାଣିପାଗ ଯୋଗୁ ସିକ୍କିମ୍‌ ଗସ୍ତ ବାତିଲ କରାଯାଇଥିଲା । ଫଳରେ ପ୍ରଧାନମନ୍ତ୍ରୀ ସିଲିଗୁଡ଼ି ବାଗଡୋଗରା ବିମାନବନ୍ଦରରୁ ଭିଡିଓ କନଫରେନ୍‌ସିଂ ଜରିଆରେ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ…
Read More...

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର-: ଆସନ୍ତା ମାସରେ ଓଡ଼ିଶାରେ ବିଜେପି ସରକାରଙ୍କ ଏକ ବର୍ଷ ପୂରଣ ହେବାକୁ ଯାଉଛି । ଏକ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସିବା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପୂର୍ବରୁ  ସୂଚନା ଦେଇ ଥିବାବେଳେ, ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…
Read More...

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏକ ଚିଠି ଲେଖି ସ୍ୱାଧୀନତା ପାଇଁ ପ୍ରୟାସ କରୁଥିବା ଆନ୍ଦୋଳନକୁ ସମର୍ଥନ କରିବାକୁ ଅନୁରୋଧ…

ନୂଆଦିଲ୍ଲୀ-: ବେଲୁଚ ସମ୍ପ୍ରଦାୟର ନେତା ତଥା ଆମେରିକୀୟ କଂଗ୍ରେସ ସଦସ୍ୟ ତାରା ଚାନ୍ଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ 'ସ୍ୱାଧୀନ ବେଲୁଚିସ୍ତାନ ଆନ୍ଦୋଳନ'କୁ ପୂର୍ଣ୍ଣ ସମର୍ଥନ ଦେବାକୁ ଅନୁରୋଧ କରିଛନ୍ତି। ଏହି ସମ୍ପର୍କରେ ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏକ ଚିଠି ମଧ୍ୟ ଲେଖିଛନ୍ତି…
Read More...

ଦିଲ୍ଲୀରେ ଶେଷ ହୋଇଛି ନିତି ଆୟୋଗର ୧୦ମ ବୈଠକ

ନୂଆଦିଲ୍ଲୀ-: ଦିଲ୍ଲୀରେ ଶେଷ ହୋଇଛି ନିତି ଆୟୋଗର ୧୦ମ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିକଶିତ ଭାରତର ନକ୍ସା ଆଙ୍କିଛନ୍ତି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ । ୨୦୪୭ ସୁଦ୍ଧା ବିକଶିତ ଭାରତ ପାଇଁ ବିକଶିତ ରାଜ୍ୟ ସଂକଳ୍ପକୁ ସତ କରିବାକୁ…
Read More...

ରାଜ୍ୟରେ ଭାଜପା ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସିପାରନ୍ତି

ଭୁବନେଶ୍ବର-: ଆସନ୍ତା ଜୁନ୍ ୧୨ରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସରକାର ଏକବର୍ଷ ପୂର୍ତ୍ତି ପାଳନ କରିବାକୁ ଯାଉଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ମାନିତ ଅତିଥି ଭାବେ…
Read More...