ଦେଶକୁ ମିଳିଲା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ୍, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ: ଟ୍ରାକରେ ଦୌଡିଲା ବନ୍ଦେ ଭାରତ ସ୍ଲିପର କୋଚ । ହାୱାଡା ଗୌହାଟୀ ଭିତରେ ଏହାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଇଣ୍ଡିଆନ ରେଲୱେର ସ୍ୱେଦେଶୀ ଜ୍ଞାନକୌଶଳର ନିର୍ମିତ ଏହି ଟ୍ରେନ ଘଣ୍ଟା ପ୍ରତି ୧୮୦ କିମି ସ୍ପିଡରେ ଦୌଡିବ । ପ୍ରାୟ ୮୨୩ ଜଣ ଯାତ୍ରୀ…
Read More...
Read More...