Browsing Tag

PM Narendra Modi

ନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଛନ୍ତି । ଦେଶବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୈଶବାସୀଙ୍କୁ ଶୁଭେଚ୍ଛା…
Read More...

ଜରୁରୀ ପରିସ୍ଥିତି ବେଳେ ବନ୍ଦେ ମାତରମ ଶହେ ବର୍ଷ ପୂରଣ କରିଥିଲା, ସେହି ସମୟରେ ଗଣତନ୍ତ୍ର ବିପଦରେ ଥିଲା

ନୂଆଦିଲ୍ଲୀ: ସଂସଦରେ ବନ୍ଦେ ମାତରମ ବିତର୍କରେ ଅଭିଭାଷଣ ରଖିଲେ ପ୍ରଧାନମନ୍ତ୍ରୀ । ଅଭିଭାଷଣରେ କଂଗ୍ରେସକୁ ପରୋକ୍ଷରେ ଟାର୍ଗେଟ୍‌ କଲେ ପ୍ରଧାନମନ୍ତ୍ରୀ । ଜରୁରୀ ପରିସ୍ଥିତି ବେଳେ ବନ୍ଦେ ମାତରମ ଶହେ ବର୍ଷ ପୂରଣ କରିଥିଲା । ସେହି ସମୟରେ ଗଣତନ୍ତ୍ର ବିପଦରେ ଥିଲା । ୧୮୭୫ରୁ ଆରମ୍ଭ, ଆଜି ଏହା…
Read More...

ଶେଷ ହେଲା ମୋଦି-ପୁଟିନ୍ ଦ୍ବିପାକ୍ଷିକ ଆଲୋଚନା, ୭ଟି ବୁଝାମଣା ସମ୍ପର୍କରେ ସହମତି

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ହାଇଦ୍ରାବାଦ ହାଉସରେ ଦ୍ବିପାକ୍ଷିକ ଆଲୋଚନା ସମ୍ପନ୍ନ ହୋଇଛି। ଏହି ଆଲୋଚନା ପରେ ଦୁଇ ଦେଶ ମଧ୍ୟରେ ହୋଇଥିବା ବୁଝାମଣା ସମ୍ପର୍କରେ ତଥ୍ୟ ଆଦାନପ୍ରଦାନ କରାଯାଇଛି। ମୋଦୀ ଏବଂ ପୁଟିନଙ୍କ…
Read More...

ଦିଲ୍ଲୀରେ ଋଷ ରାଷ୍ଟ୍ରପତି, ଜୋରଦାର ସ୍ଵାଗତ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଦିଲ୍ଲୀରେ ପହଞ୍ଚିଲେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ। ପାଲମ ବିମାନ ବନ୍ଦରରେ ଲ୍ଯାଣ୍ଡ କଲା ପୁଟିନଙ୍କ ଫ୍ଲାଇଟ୍।ଭବ୍ଯ ସ୍ବାଗତ କରିବା ପାଇଁ ବିମାନବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦୁଇ ୱାର୍ଲ୍ଡ ଲିଡର ଦେଖିବା ମାତ୍ରେ କରମର୍ଦ୍ଦନ କରିବା ସହ…
Read More...

ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ, ଜାଣନ୍ତୁ ନୂଆ ନାମ କ’ଣ ଏବଂ ଏହାର ଅର୍ଥ କ’ଣ

ନୂଆଦିଲ୍ଲୀ: ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(PMO)ର ନାମ । ଏବେ ଏହାକୁ ସେବାତୀର୍ଥ ନାମରେ ଜଣାଯିବ । ଏହାର ଉଦ୍ଦେଶ୍ୟ ଶାସନରେ ସେବାର ଭାବନକୁ ବଢାଇବା । ଏହି ପରିବର୍ତ୍ତନ କେବଳ ଗୋଟିଏ ନୁହେଁ, ଦେଶର ଅନେକ ସରକାରୀ ଭବନ ଏବଂ ରାସ୍ତାର ନାମକୁ କିଛି ଦିନ ଭିତରେ ପରିବର୍ତ୍ତନ କରାଯିବ…
Read More...

ପ୍ରଭୁ ଶ୍ରୀରାମଙ୍କ ସବୁଠୁ ଉଚ୍ଚ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୋଦି

ନୂଆଦିଲ୍ଲୀ: ପ୍ରଭୁ ଶ୍ରୀରାମଙ୍କ ସବୁଠୁ ଉଚ୍ଚ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୋଦି । ଗୋଆରେ ନିର୍ମିତ ୭୭ ପୁଟ ଉଚ୍ଚ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ । ସୁନ୍ଦର ବେଳାଭୂମି, ପାର୍ଟି ଏବଂ ପର୍ତ୍ତୁଗୀଜ୍ ସଂସ୍କୃତିକୁ ନେଇ ଗଠିତ ଗୋଆରେ ଏବେ ଦେଖିବାକୁ ମିଳିବ…
Read More...

ଗତ ୧୧ ବର୍ଷରେ ପ୍ରତିରକ୍ଷା ବିଭାଗର ଉତ୍ପାଦନ ୩ ଗୁଣ ବଢିଛି: ମୋଦି

ଗୋଆ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତବର୍ଷ ଦୀପାବଳି ଗୋଆରେ ନୌସେନା ସହିତ ପାଳନ କରୁଛନ୍ତି । INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୀପାବଳି ସମ୍ୱୋଧନ କରିଛନ୍ତି । ଦେଶର ସମସ୍ତ ନୌବୀର ଓ ତାଙ୍କ ପରିବାର ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ଏହି…
Read More...

ସମ୍ବଲପୁର ବସନ୍ତପୁରରେ ହେବ ଆକ୍ବା ପାର୍କ, ହେବନି ମାଛର ଅଭାବ

ଭୁବନେଶ୍ଵର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସୀରେ ରାଜଧାନୀର ପାଣ୍ଡରାଠାରେ ଏକ ବୃହତ୍ ମାଛ ମାର୍କେଟର ଶିଳାନ୍ୟାସ କରିଛନ୍ତି। ଏଥିଲାଗି ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଓଡ଼ିଶା ଭଳି ଏକ ରାଜ୍ୟରେ ବ୍ୟାପକ ଫସଲ ହାନି ପ୍ରତିବର୍ଷ…
Read More...

ଲୁଟ୍ କରୁଛି କଂଗ୍ରେସ, ଝାରସୁଗୁଡା ସମାବେଶରେ ବିରୋଧିକୁ ଧୋଇଲେ ମୋଦି

ଝାରସୁଗୁଡ଼ା: ଝାରସୁଗୁଡ଼ା ଅମଲିପାଲିରେ ଯୁବ ସମାବେଶରେ ପ୍ରଧାନମନ୍ତ୍ରୀ ମୋଦି ଯୋଗ ଦେଇ ଏକ ବିଶାଳ ରାଲି କରିଛନ୍ତି । ଏଥିସହ ଝାରସୁଗୁଡ଼ା ସମାବେଶରେ ପ୍ରଧାନମନ୍ତ୍ରୀ ଝାରସୁଗୁଡାବାସୀଙ୍କୁ ସମ୍ବୋଧନ କରିଛନ୍ତି । ମୋଦି କହିଛନ୍ତି, ଦେଢ଼ ବର୍ଷ ପୂର୍ବେ ବିଧାନସଭା ନିର୍ବାଚନରେ ନୂଆ ସଂକଳ୍ପ…
Read More...

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ମୋଦିମୟ ଝାରସୁଗୁଡା

ଝାରସୁଗୁଡା: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଝାରସୁଗୁଡ଼ା ଅମଲିପାଲିରେ ଯୁବ ସମାବେଶକୁ କରିବେ ସମ୍ବୋଧନ । ୧୭ ଶହ କୋଟିର ରେଳ ପ୍ରକଳ୍ପ ରାଜ୍ୟବାସୀଙ୍କୁ ଭେଟିଦେବେ । ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବା କାର୍ଯ୍ୟକ୍ରମ ମଧ୍ୟ ରହିଛି । ସେପଟେ ଆଜି ଝାରସୁଗୁଡ଼ା…
Read More...