ଧର୍ମପତ୍ନୀଙ୍କ ସହ ଆସି ମହାବାହୁଙ୍କ ଦର୍ଶନ କଲେ ନୂତନ ଡିଜି ୱାଇ.ବି.ଖୁରାନିଆ
ପୁରୀ : ଶ୍ରୀ ମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କଲେ ରାଜ୍ୟ ପୋଲିସ ମହାନିର୍ଦେଶକ ୱାଇ.ବି.ଖୁରାନିଆ । ନୂଆ କରି ଦାୟିତ୍ୱ ନେବା ପରେ ଆଜି ଶ୍ରୀ ମନ୍ଦିର ଆସି ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିବା ସହ, ଲଷ୍ମୀ ମନ୍ଦିର, ବଟ ଗଣେଶ, ଅନ୍ଯାନ୍ୟ ପାର୍ଶ୍ଵ ଦେବଦେବୀଙ୍କୁ ଦର୍ଶନ କରିଥିଲେ ।…
Read More...
Read More...