ଦୁଇ ଭାଇଙ୍କୁ ହତ୍ୟା କରି ଜଙ୍ଗଲରେ ଫିଙ୍ଗିଦେଲେ ଦୁର୍ବୃତ୍ତ
ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ଡବଲ ମର୍ଡର । ଦୁଇ ଭାଇଙ୍କୁ ହତ୍ୟା କରି ଜଙ୍ଗଲରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ବେଗୁନିଆପଡ଼ା ଥାନା ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ହତ୍ୟାର ଶିକାର ହୋଇଛନ୍ତି ସୁମଣ୍ଡଳ ଗ୍ରାମର ସଞ୍ଜୟ ବାରିକ ଏବଂ ଅଜୟ ବାରିକ ।…
Read More...
Read More...