MMDR ସଂଶୋଧିତ ଆଇନ ବିରୋଧରେ ବିଜେଡିର ଜୋରଦାର ପ୍ରତିବାଦ, ରାଷ୍ଟ୍ରପତିଙ୍କୁ ଦାବିପତ୍ର ପ୍ରଦାନ
ସଂଶୋଧିତ ଏମ୍ଏମ୍ଡିଆର୍ (MMDR) ଆଇନ ପ୍ରତ୍ୟାହାର ଦାବିକୁ ନେଇ ରାଜଧାନୀ ଭୁବନେଶ୍ୱରରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଜୋରଦାର ବିରୋଧ କରାଯାଇଛି । ଲୋକଭବନ ସମ୍ମୁଖରେ ଆୟୋଜିତ ଏହି ଆନ୍ଦୋଳନ ସମୟରେ ପୁଲିସ ଓ ବିଜେଡି କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା ।…
Read More...
Read More...