Browsing Tag

Politics

ଜୁଲାଇ ୧୨ ରେ କେନ୍ଦ୍ର କ୍ୟାବିନେଟର ହେବ ବିସ୍ତାର ! ମିଳିଲା ସଂଙ୍କେତ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ -୨୦୨୪ ପାଇଁ ସମସ୍ତ ମୁଖ୍ୟ ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଗୋଟିଏ ପଟେ ବହୁ ବିରୋଧୀ ଦଳ ଏକ ବୃହତ୍ ମିଳିତ ମଞ୍ଚ ଗଠନ ପ୍ରକ୍ରିୟାରେ ନିୟୋଜିତ ଥିବାବେଳେ ଅନ୍ୟ ପଟେ ବିଜେପି ମଧ୍ୟ ନିର୍ବାଚନ ପ୍ରସ୍ତୁତିରେ ନିୟୋଜିତ ଅଛନ୍ତି। ଏସବୁ ମଧ୍ୟରେ କେନ୍ଦ୍ର…
Read More...

ଦିଲ୍ଲୀ ଅଧ୍ୟାଦେଶ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୋମବାର (ଜୁଲାଇ ୧୦) ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶ ବିରୋଧରେ ଦିଲ୍ଲୀ ସରକାରଙ୍କ ଆବେଦନ ଉପରେ ଶୁଣାଣି କରିଛନ୍ତି। ଜାତୀୟ ରାଜଧାନୀରେ ସେବା ନିୟନ୍ତ୍ରଣ ଉପରେ କେନ୍ଦ୍ରର ଅଧ୍ୟାଦେଶର ସାମ୍ବିଧାନିକ ବୈଧତାକୁ ଦିଲ୍ଲୀର AAP ସରକାର ଚ୍ୟାଲେଞ୍ଜ କରିଛନ୍ତି। ଏହି…
Read More...

ପୁଣି ଗଠନ ହୋଇଛି ବାଲେଶ୍ୱର ଜିଲ୍ଲା ବିଜେଡି କମିଟି

ବାଲେଶ୍ୱର : ପୁଣିଥରେ ଗଠନ ହୋଇଛି ବାଲେଶ୍ୱର ଜିଲ୍ଲା ବିଜେଡି କମିଟି । ଜିଲ୍ଲା ବିଜେଡି ସଭାପତି ଅଶ୍ୱିନୀ କୁମାର ପାତ୍ର ହୋଇଥିବା ବେଳେ ୪ଜଣଙ୍କୁ ବରିଷ୍ଠ ଉପସଭାପତି ଦାୟିତ୍ୱ ମିଳିଛି । ଗୌରୀ କୁମାର ରାଉତ, ବରଦା ପ୍ରସନ୍ନ ପଟ୍ଟନାୟକ, ସନ୍ତୋଷ ଖଟୁଆ, ପ୍ରଭାତ କୁମାର ବିଶ୍ୱାଳ ବିରିଷ୍ଠ…
Read More...

ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ଦଳୀୟ କର୍ମୀମାନଙ୍କୁ ଦିଆଯାଇଥିବା ଦାୟିତ୍ୱର ସମୀକ୍ଷା କଲେ ନବୀନ

ଭୁବନେଶ୍ୱର: ନବୀନ ନିବାସ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ବୈଠକରେ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଦଳର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର ଉପସ୍ଥିତ ଥିଲେ । ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ,…
Read More...

ଅଜିତଙ୍କୁ ଝଟକା; ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଥିବା ୨ ବିଧାୟକ ନେଲେ ୟୁ-ଟର୍ନ

ମୁମ୍ବାଇ: ମହାରାଷ୍ଟ୍ରରେ ବଡ ରାଜନୈତିକ ଅସ୍ଥିରତା ପରେ ଏବେ ୟୁ-ଟର୍ନର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। ଅଜିତ ପାୱାରଙ୍କ ସହ ବିଦ୍ରୋହ କରିଥିବା ଦୁଇ ଜଣ ବିଧାୟକ ଏବେ ଘରକୁ ଫେରିଛନ୍ତି। ଅଜିତ ପାୱାରଙ୍କ ସମର୍ଥକ ବିଧାୟକ ଦିଲୀପ ମୋହିତ ପାଟିଲ ସୋମବାର (ଜୁଲାଇ ୩) ଦାବି କରିଛନ୍ତି ଯେ ଅଜିତ…
Read More...

ଶରଦ ପାୱାରଙ୍କ ବଡ ଦାବି; ତିନି ମାସ ମଧ୍ୟରେ ଯାଇଥିବା ସମସ୍ତ ବିଧାୟକ ଫେରିବେ

ନୂଆଦିଲ୍ଲୀ: ଏନସିପି ନେତା ଅଜିତ ପାୱାରଙ୍କ ବିଦ୍ରୋହ ମଧ୍ୟରେ ଶରଦ ପାୱାର ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି ସମୟରେ ସେ ଅଜିତ ପାୱାରଙ୍କ ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଥିଲେ। ସେ କହିଛନ୍ତି ଯେ ଯେଉଁମାନେ ମୋତେ ଛାଡିଛନ୍ତି ସେମାନେ ନିର୍ବାଚନରେ ହାରି ସାରିଛନ୍ତି। ସେ କହିଛନ୍ତି ଯେ…
Read More...

ମହାରାଷ୍ଟ୍ରର ମହା ପଲିଟିକ୍ସ, ଉପମୁଖ୍ୟମନ୍ତ୍ରୀ ହେଲେ ଅଜିତ ପାୱାର

ମୁମ୍ବାଇ: ମହାରାଷ୍ଟ୍ରରରେ ମହା ପଲିଟିକ୍ସ ଦେଖିବାକୁ ମିଳିଛି । ରାଜଭବନରେ ପହଞ୍ଚିଛନ୍ତି ଏନ୍ସିପି ନେତା ଅଜିତ ପାୱାର । ଏନସିପି ନେତା ଅଜିତ ପାୱାର ନିଜ ସମର୍ଥକଙ୍କ ସହ ରାଜଭବନ ପହଂଚି ସିନ୍ଦେ ସରକାରରେ ମନ୍ତ୍ରୀଭାବେ ଶପଥ ନେଇଛନ୍ତି । ସିନ୍ଦେ ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ…
Read More...

ଆଜାଦ ସମାଜ ପାର୍ଟିର ମୁଖ୍ୟଙ୍କୁ ମରଣାନ୍ତକ ଆକ୍ରମଣ, ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ: ୟୁପିର ସାହାରନପୁରରେ ଆଜାଦ ସମାଜ ପାର୍ଟିର ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। କିଛି ଦୁର୍ବୃତ୍ତ ତାଙ୍କୁ ଗୁଳି କରିଥିବା ଜଣାପଡିଛି । ମିଳିଥିବା ସୂଚନାନୁସାରେ ବୁଲେଟ୍ ତାଙ୍କ ଅଣ୍ଟାରେ ଛୁଇଁ ବାହାରି ଯାଇଥିଲା । ଏହା ସହିତ ତାଙ୍କ ଗାଡିର କାଚ ମଧ୍ୟ…
Read More...

୧୬ ରାଜ୍ୟ ପାଇଁ ୫୬,୪୧୫ କୋଟି ଟଙ୍କା ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର: ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନ ବ୍ୟୟ ବିଭାଗ ଦ୍ୱାରା ଚଳିତ ଆର୍ଥିକ ବର୍ଷରେ ଦେଶର ୧୬ ରାଜ୍ୟ ପାଇଁ୫୬,୪୧୫ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ମଞ୍ଜରୁ କରାଯାଇଛି। ‘ପୁଞ୍ଜି ନିବେଶ’ ପାଇଁ ରାଜ୍ୟମାନଙ୍କୁ ସ୍ୱତନ୍ତ୍ର ସହାୟତା ଯୋଜନା-୨୦୨୩-୨୪’ ଅଧୀନରର ଏହି…
Read More...

ନିର୍ବାଚନୀ ପ୍ରଚାର ସମୟରେ ଲୋକଙ୍କୁ ଚା’ ପିଆଇଲେ ମମତା

ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସନ୍ତା ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର ଜୋରଦାର କରୁଛନ୍ତି। ସୋମବାର (ଜୁନ୍ ୨୬) ପ୍ରଚାର କରୁଥିବାବେଳେ ସେ ଜାଲପାଇଗୁରିର ମାଲବାଜାରର ଏକ ଚା ଦୋକାନରେ ଚା ’ପ୍ରସ୍ତୁତ କରୁଥିବା ଦେଖିବାକୁ ମିଳିଛି। ସିଏମ୍ ମମତା ଚା ତିଆରି କରି…
Read More...