Browsing Tag

POSITIVE

ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀଙ୍କୁ କରୋନା

(ରିପୋଟର୍ସ ଟୁଡେ/ଭୁବନେଶ୍ୱର):  ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ଅଗ୍ନିଶମ କର୍ମଚାରୀଙ୍କୁ କରୋନା ସଂକ୍ରମଣ ନେଇ ଅଗ୍ନିଶମ ଡିଜି ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ଅମ୍ପନ୍‌ ଉଦ୍ଧାର କାର୍ଯ୍ୟ ସାରି ପଶ୍ଚିମବଙ୍ଗରୁ ଏହି ଅଗ୍ନିଶମ କର୍ମଚାରୀ ଫେରିଥିଲେ ।…
Read More...

ରାଜ୍ୟରେ ଆଉ ୧୪୩ କୋରୋନା ଆକ୍ରାନ୍ତ ଚିହ୍ନଟ

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୧୪୩ କୋରୋନା ସଂକ୍ରମିତ ଚିହ୍ନଟ । ଏହି ଆକ୍ରାନ୍ତଙ୍କ ଲଗାଇ ରାଜ୍ୟରେ ୨,୩୮୮ ରେ ପହଞ୍ଚିଲା ସଂଖ୍ୟା । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ…
Read More...

ଭାରତରେ ୨ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ଜୁନ୍ ୩ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୦୭୬୧୫ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୦୩୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ…
Read More...

ରାଜ୍ୟରେ ଆଉ ୧୪୧ କରୋନା ଆକ୍ରାନ୍ତ ଚିହ୍ନଟ, ୨୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): କରୋନା ବିସ୍ତାର କମିବାର ନାଁ ନେଉନି । ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୮ଟି ଜିଲ୍ଲାରୁ ଆଉ ୧୪୧ ଜଣ କରୋନା ପଜିଟିଭ ଚିହ୍ନଟ୍ ହୋଇଛି। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୪୫କୁ…
Read More...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୯ କୋରୋନା ଆକ୍ରାନ୍ତ

(ରିପୋଟର୍ସ ଟୁଡେ/ଭୁବନେଶ୍ୱର):  ଆଜି ପୁଣି ଆଉ ୧୧୯ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସୁସ୍ଥଙ୍କ ମଧ୍ୟରୁ ଯାଜପୁରରୁ ୬୦, କଟକରୁ ୧୩, କେନ୍ଦ୍ରାପଡାରୁ ୧୨, ଗଜପତିରୁ ୯, ନୟାଗଡରୁ ୬, ସୁନ୍ଦରଗଡରୁ…
Read More...

୧୯ ଜିଲ୍ଲାରୁ ୧୫୬ କରୋନା ରୋଗୀ ଚିହ୍ନଟ

ଆଜି ରାଜ୍ୟରେ ଆଉ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୦୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୫୦…
Read More...

ଆସିଲା ୧୨୯ କରୋନା ସଂକ୍ରମିତଙ୍କ ତଥ୍ୟ

(ରିପୋଟର୍ସ ଟୁଡେ/ଭୁବନେଶ୍ୱ): ରାଜ୍ୟରେ ଆଜି ସର୍ବାଧିକ ୧୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ଚିହ୍ନଟ ହୋଇଥିବା ସମସ୍ତ ୧୨୯ ସଂକ୍ରମିତଙ୍କ ତଥ୍ୟ ଦେଇଛନ୍ତି ସରକାର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । କେନ୍ଦ୍ରାପଡା ଜିଲ୍ଲାରୁ…
Read More...

ବାଲେଶ୍ୱର କୋଭିଡ୍ ହସ୍ପିଟାଲର ୨ ନର୍ସଙ୍କୁ କରୋନା

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ବାଲେଶ୍ୱର କୋଭିଡ୍ ହସ୍ପିଟାଲର ୨ ଜଣ ନର୍ସ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ବାଲେଶ୍ୱର ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସୂଚନା ଦେଇଛନ୍ତି । ୨ ନର୍ସଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିବା ପରେ ହସ୍ପିଟାଲ୍‌ର ଅନ୍ୟ କର୍ମଚାରୀମାନେ…
Read More...

ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ୍

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି ପାଇଛି । ଏହି ୬୭ ଜଣଙ୍କ ମଧ୍ୟରୁ ୬୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଏବଂ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
Read More...

ରାଜ୍ୟରେ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ

(ରିପୋଟର୍ସ ଟୁଡେ/ଭୁବନେଶ୍ୱର):ରାଜ୍ୟରେ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩କୁ ବୃଦ୍ଧି ପାଇଛି । ସମସ୍ତ ୭୬ ଆକ୍ରାନ୍ତ ୧୦ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୪ଜଣ କ୍ୱାରେଣ୍ଟିନ ସେଣ୍ଟରର ଓ ୨ଜଣ ସ୍ଥାନୀୟ…
Read More...