ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କଲା ବିଜେଡି
ଭୁବନେଶ୍ବର : ପ୍ରମିଳା ମଲ୍ଲିକ ହେଲେ ବିଜୁ ଜନତା ଦଳର ବାଚସ୍ପତି ପ୍ରାର୍ଥୀ। ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ପ୍ରାର୍ଥୀ କରିଛି ଶାସକ ବିଜେଡି। ଆସନ୍ତାକାଲି ବାଚସ୍ପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ପ୍ରମିଳା ମଲ୍ଲିକ। ୨୨ ତାରିଖ ସକାଳ ସାଢ଼େ ୯ଟାରେ ବାଚସ୍ପତି…
Read More...
Read More...