ମୁଖ୍ୟମନ୍ତ୍ରୀ ମୋ ଉପରେ ଭରସା କରିଥିବାରୁ ଧନ୍ୟବାଦ; ପ୍ରତାପ ଦେବ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେଇଛନ୍ତି । କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ୧୩ ମନ୍ତ୍ରୀ । ଲୋକସେବା ଭବନର କନଭେକ୍ସନ ହଲରେ ପଦ ଓ ଗୋପନୀୟତାର ଶପଥପାଠ କରାଇଲେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ । ନବୀନଙ୍କ ନୂଆ ଟିମରେ…
Read More...
Read More...