Browsing Tag

President Draupadi Murmu

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱର ଗସ୍ତ ସମୟରେ ବାଲେଶ୍ୱର ଏଫଏମ କଲେଜ୍ ଛାତ୍ରୀଙ୍କୁ ଏମ୍ସରେ ଭେଟିଛନ୍ତି

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱର ଗସ୍ତ ସମୟରେ ବାଲେଶ୍ୱର ଏଫଏମ କଲେଜ୍ ଛାତ୍ରୀଙ୍କୁ ଏମ୍ସରେ ଭେଟିଛନ୍ତି । ସ୍ୱତନ୍ତ୍ର ବର୍ଣ୍ଣ ୟୁନିଟ୍‌କୁ ଯାଇ ଭେଟିଥିବା ସୂଚନା ମିଳିଛି । ଏମ୍ସ ଭୁବନେଶ୍ୱର ସମାବର୍ତ୍ତନ ସମାରୋହ ପରେ ଛାତ୍ରୀଙ୍କ ନିକଟରେ ପହଞ୍ଚିଥିଲେ…
Read More...

ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର-: ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ଜୁଲାଇ ୧୪ ତାରିଖରେ ସେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତା ୧୪ରେ ରାଷ୍ଟ୍ରପତି ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।…
Read More...

କମ୍ପୁଛି ପୁରୀ ବ୍ଲୁ ଫ୍ଲାଗ ବିଚ : ଉପସ୍ତିତ ଅଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ :  ନୌସେନା କାର୍ଯ୍ୟକ୍ରମରେ ସାମିଲ ହେଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ବେଳାଭୁମିରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ  କରାଯାଇଛି । କାର୍ଯ୍ୟକ୍ରମକୁ ଉଦଘାଟନ କଲେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କୁ ଦିଆଗଲା ଗାର୍ଡ ଅଫ ଅନର । ପୁରୀ ବ୍ଲ୍ୟୁ ଫ୍ଲାଗ ବିଚରେ ନୌସେନାମାନେ…
Read More...

ପାଞ୍ଚ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ପାଞ୍ଚ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଚଳିତ ଥର ପାଞ୍ଚଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ପ୍ରଦାନ କରାଯାଇଛି । ପୂର୍ବତନ ପ୍ରଧନମନ୍ତ୍ରୀ ପିଭି ନରସିଂହ ରାଓ , କର୍ପୁରୀ ଠାକୁର,…
Read More...

ମେଟ୍ରୋରେ ଯାତ୍ରା କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ମେଟ୍ରୋରେ ଯାତ୍ରା କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାଜଧାନୀ ଦିଲ୍ଲୀରେ । ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି । ଏହି ଯାତ୍ରା ସମୟରେ ସ୍କୁଲ ଯାଉଥିବା କୁନି କୁନି ପିଲାଙ୍କ ସହ କଥା ହୋଇଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ । ଦିଲ୍ଲୀର…
Read More...

ଓଡିଶା ଆସିବେ ମହାମହିମ : ଏ ନେଇ ତତ୍ପର ପ୍ରଶାସନ

ପାରାଦୀପ/ ପ୍ରଶାନ୍ତ କୁମାର ସ୍ଵାଇଁ: ଆସନ୍ତା ୨୭ ତାରିଖରେ ଓଡିଶା ଆସିବେ ମହାମହିମ ରାଷ୍ଟ୍ରପତି । ଏନେଇ ତତ୍ପର ହୋଇ ପଡିଚି ପ୍ରଶାସନ । ବନ୍ଦର ନଗରୀ ପାରାଦୀପକୁ ଆସି ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ଆଜି ଆରଡିସି ଡଃ ସୁରେଶ ଚନ୍ଦ୍ର ଦଳାଇ…
Read More...

୩ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିଲେ ମହାମହିମ

ଭୁବନେଶ୍ୱର : ଓଡିଶା ଗସ୍ତରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବିମାନ ଯୋଗେ ପହଞ୍ଚିଲେ ମହାମହିମ । ବିମାନ ବନ୍ଦରରେ ସ୍ୱାଗତ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟ ସଚିବ…
Read More...

୩ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଆସନ୍ତା କାଲି ଠାରୁ ୩ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୁରକ୍ଷାକୁ ନଜରରେ ରଖି କମିଶନରେଟ ପୋଲିସ ପକ୍ଷରୁ ୫୫ ପ୍ଲାଟୁନ ପୋଲିସ ଫୋର୍ସ ସହ ୩୦୦ ଅଫିସର ନିୟୋଜିତ ହେବେ ବୋଲି କୁହାଯାଉଛି । ମହାମହିମଙ୍କ ଗସ୍ତ ପୂର୍ବରୁ ଆଜି କଟକ , ଭୁବନେଶ୍ୱରରେ…
Read More...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଖକୁ ଆମ୍ବ ପଠାଇଲେ ମମତା ବାନାର୍ଜୀ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଖକୁ ଆମ୍ବ ପଠାଇଛନ୍ତି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କେନ୍ଦ୍ର ସରକାରଙ୍କ ସହ ବିଭିନ୍ନ କଥାରେ ମତାନ୍ତର ରହିଥିଲେ ବି ପ୍ରତି ବର୍ଷ ପରି ଏବର୍ଷ ମଧ୍ୟ ଭଲ ପ୍ରଜାତିର ବଙ୍ଗର ଆମ୍ବ ପଠାଇଛନ୍ତି । ଏହା…
Read More...

ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ !

ଭୁବନେଶ୍ୱର : ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଫେବୃଆରୀ ୧୦ରେ ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ଵର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସେ ସିଧାସଳଖ ରାଜଭବନ ଯିବେ ଏବଂ ପରେ ରମାଦେବୀ ବିଶ୍ବବିଦ୍ୟାଳୟର…
Read More...