ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ !
ଭୁବନେଶ୍ୱର : ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଫେବୃଆରୀ ୧୦ରେ ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ଵର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସେ ସିଧାସଳଖ ରାଜଭବନ ଯିବେ ଏବଂ ପରେ ରମାଦେବୀ ବିଶ୍ବବିଦ୍ୟାଳୟର…
Read More...
Read More...