Browsing Tag

President Droupadi Murmu

୬ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଭୁବନେଶ୍ବରରେ ପହଞ୍ଚିଲେ

ଭୁବନେଶ୍ଵର: ୬ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜଧାନୀ ସହ ସମଗ୍ର ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।ଆସନ୍ତାକାଲି ଅପରାହ୍ନ ୫ଟାରେ ରାଷ୍ଟ୍ରପତି ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ…
Read More...

ରାଷ୍ଟ୍ରପତିଙ୍କ ଯାଜପୁର ଗସ୍ତ ପାଇଁ ଜୋରଦାର ପ୍ରସ୍ତୁତି, ବାୟୁସେନାର ମକ୍‌ ଡ୍ରିଲ୍‌ ସମ୍ପନ୍ନ

ଯାଜପୁର: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଯାଜପୁର ଗସ୍ତକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର କରାଯାଇଛି। ଶନିବାର କୁସୁମା ସ୍ଥିତ ପ୍ରଶାସନିକ ପଡିଆରେ ନିର୍ମିତ ହେଲିପ୍ୟାଡ୍‌ରେ ବାୟୁସେନାର ୨ଟି ହେଲିକପ୍ଟର ଯୋଗେ ମକ୍‌ ଡ୍ରିଲ୍‌ କରାଯାଇଥିଲା। ବାୟୁସେନା…
Read More...

ବାଲେଶ୍ୱର ଗସ୍ତରେ ଆସିବେ ରାଷ୍ଟ୍ରପତି: ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ

ବାଲେଶ୍ଵର: ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁଙ୍କ ଆସନ୍ତା ବାଲେଶ୍ୱର ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଏହି ଅବସରରେ କ୍ରାଇମବ୍ରାଞ୍ଚ ଡିଜି ବାଲେଶ୍ୱର ଜିଲ୍ଲା ଏସ୍‌ପିଙ୍କ କାର୍ଯ୍ୟାଳୟରେ ସୁରକ୍ଷା ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ପୂର୍ବାଞ୍ଚଳ ଡିଆଇଜି, ଜିଲ୍ଲା…
Read More...

ସଂସଦରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମ୍ବୋଧନ: ଗ୍ରାମୀଣ ନିଯୁକ୍ତି, ଜାତୀୟ ସୁରକ୍ଷା ଓ ବିକାଶ ଉପରେ ଗୁରୁତ୍ୱ

New Delhi: ବଜେଟ୍ ଅଧିବେଶନର ପ୍ରଥମ ଦିନରେ ସଂସଦର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ ଗ୍ରାମାଞ୍ଚଳରେ ନିଯୁକ୍ତି ଓ ବିକାଶକୁ ଆଗେଇ ନେବା ପାଇଁ “ଡେଭଲପ୍ ଇଣ୍ଡିଆ ଜି–ରାମ ଜି” ଆଇନ ପ୍ରଣୟନ କରାଯାଇଛି। ଏହି ଆଇନ ମାଧ୍ୟମରେ ୧୨୫ ଦିନର…
Read More...

୩ରେ ପୁରୀ ଆସିବେ ରାଷ୍ଟ୍ରପତି, ପୁରୀ ବାଲିସାହି ଶ୍ୱେତଗଙ୍ଗା ଠାରେ କରିବେ ପିଣ୍ଡ ଦାନ

ପୁରୀ: ପୁରୀ ବାଲିସାହି ଶ୍ୱେତଗଙ୍ଗା ଠାରେ ପିଣ୍ଡ ଦାନ କରିବେ ରାଷ୍ଟ୍ରପତି । ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଫେବ୍ରୁଆରୀ ୪ ତାରିଖ ସକାଳ ୭ଟାରେ ରାଷ୍ଟ୍ରପତି ପିଣ୍ଡଦାନ କରିବେ । ପିଣ୍ଡ ଦାନ ପରେ ୭ଟା ୪୦ରେ ରାଷ୍ଟ୍ରପତି ମହାପ୍ରଭୁଙ୍କୁ ଦର୍ଶନ କରିବେ ।…
Read More...

ବୀର୍‍ ବାଲ୍‍ ଦିବସ: ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‍ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ନୂଆଦିଲ୍ଲୀର ବୀର୍‍ ବାଲ୍‍ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‍ ପୁରସ୍କାର ପ୍ରଦାନ କରିବେ । କେନ୍ଦ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୧୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୨୦ଜଣ…
Read More...

ଇତିହାସ ପାଲଟିଲା ମନରେଗା, VB G RAM G ବିଲକୁ ମିଳିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ: ଇତିହାସ ପାଲଟିଲା ମନରେଗା । VB G RAM G ବିଲକୁ ମିଳିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମଞ୍ଜୁରୀ । ନୂଆ ଆଇନରେ ଗ୍ରାମୀଣ ପରିବାରକୁ ପ୍ରତିବର୍ଷ ୧୨୫ଦିନ ଶ୍ରମ ଦିବସ ଗ୍ୟାରେଣ୍ଟି ମିଳିବ । ତେବେ ଏଥିରେ କେନ୍ଦ୍ର ଓ ରାଜ୍ୟର ସହଭାଗିତା ୬୦:୪୦ ଅନୁପାତ ରହିବ । ଯଦି ଧାର୍ଯ୍ୟ…
Read More...

ଓଡ଼ିଶା ବିଧାନସଭା ପାଇଁ ଆଜି ଏକ ଐତିହାସିକ ମୁହୂର୍ତ୍ତ, ଗୃହକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ଵର: ଆଜି ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ଗୃହ କାର୍ଯ୍ୟରେ ସାମିଲ ହୋଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବିଧାନସଭାରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି ରାଜ୍ୟପାଳ । ପ୍ରତିକୂଳ ପରିସ୍ଥିତିରୁ ଆସି ସଫଳତାର ଶୀର୍ଷରେ ପହଞ୍ଚିଛନ୍ତି ।…
Read More...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ

President Droupadi Murmu: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ । ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ୨୦ ତାରିଖରେ ଝାରସୁଗୁଡ଼ା ଦେଇ ଛତିଶଗଡ଼ ଯିବେ ରାଷ୍ଟ୍ରପତି । ୨୭ରେ ବିଧାନସଭାକୁ ସମ୍ବୋଧିତ…
Read More...

କେରଳରେ ରାଷ୍ଟ୍ରପତି ଦୌପଦି ମୁର୍ମୁଙ୍କ ଚପର୍ ଲ୍ୟାଣ୍ଡିଂ ବେଳେ ଅଘଟଣ

ନୂଆଦିଲ୍ଲୀ: କେରଳରେ ରାଷ୍ଟ୍ରପତି ଦୌପଦି ମୁର୍ମୁଙ୍କ ଚପର୍ ଲ୍ୟାଣ୍ଡିଂ ବେଳେ ଅଘଟଣ । ଧସିଲା ପ୍ରମାଦମରେ ନବ ନିର୍ମିତ କଂକ୍ରିଟ୍ ହେଲିପ୍ୟାଡ୍ । ଲ୍ୟାଣ୍ଡିଂ ବେଳେ ହେଲିପ୍ୟାଡ୍‌ରେ ଫସିଲା ଚପର୍‌ ଚକ । କଂକ୍ରିଟ୍ ଭିତରୁ ଚପର୍‌କୁ ବାହାର କଲେ ପୋଲିସ ଓ ଅଗ୍ନିଶମ ଟିମ୍ । ତେବେ କେରଳ…
Read More...