ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷା ବ୍ୟବସ୍ଥା କଡାକଡି
ଭୁବନେଶ୍ଵର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ଓ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ । ଆଜି ଭୁବନେଶ୍ବର ଏମ୍ସର ସମାବର୍ତ୍ତନ ସମାରୋହରେ ଯୋଗଦେବେ । ରାଷ୍ଟ୍ରପତିଙ୍କ ଗସ୍ତ ନେଇ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି…
Read More...
Read More...