ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଛତିଶଗଡ ରାଜଧାନୀ ରାୟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସେ ବାହାରି ଅପରାହ୍ନ ସାଢେ ୧ଟାରେ ଭୁବନେଶ୍ୱର ବିଜୁ…
Read More...
Read More...