Browsing Tag

PRESIDENT OF INDIA

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟସଭା ପାଇଁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କରିଛନ୍ତି

ନୂଆଦିଲ୍ଲୀ-: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ରାଜ୍ୟସଭା ପାଇଁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କରିଛନ୍ତି। ସରକାରୀ ଓକିଲ ଉଜ୍ବଳ ଦେବରାଓ ନିକମ, କେରଳର ବରିଷ୍ଠ ସମାଜସେବୀ ଏବଂ ଶିକ୍ଷାବିତ୍  ସି.ସଦାନନ୍ଦନ ମାଷ୍ଟର, ଭାରତର ପୂର୍ବତନ ବୈଦେଶିକ ସଚିବ ହର୍ଷ ବର୍ଦ୍ଧନ୍ ଶ୍ରୀଙ୍ଗଲା ଏବଂ…
Read More...

୬୭ବର୍ଷ ବୟସରେ ପାଦ ଥାପିଛନ୍ତି ମହାମହିମ, ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ: ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୬୭ତମ ଜନ୍ମଦିବସ । ତାଙ୍କର ଜନ୍ମଦିନ ଉପଲକ୍ଷେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି ।୧୯୫୮ ମସିହା ଆଜିର ଦିନରେ ମୟୂରଭଞ୍ଜ ଜିଲ୍ଲା ଉପରବେଡା ଗାଁରେ ଜନ୍ମ ଗ୍ରହଣ କରିଥିଲେ ମହାମହିମ । ଭାରତର ରାଷ୍ଟ୍ରପତି ହେବାରେ ସେ…
Read More...

ରାଷ୍ଟ୍ରପତିଙ୍କୁ ଭେଟି ଅପରେସନ ସିନ୍ଦୂର ସମ୍ପର୍କରେ ଅବଗତ କରାଇଛନ୍ତି ୩ସେନାର ମୁଖ୍ୟ

ନୂଆଦିଲ୍ଲୀ-: ଅପରେସନ ସିନ୍ଦୂର ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ୩ସେନାର ମୁଖ୍ୟ । ବୁଧବାର ପ୍ରତିରକ୍ଷା ମୁଖ୍ୟ ଜେନେରାଲ ଅନିଲ ଚୌହାନ, ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ, ବାୟୁସେନା ମୁଖ୍ୟ ଏ.ପି ସିଂହ ଏବଂ ନୌସେନା ମୁଖ୍ୟ ଆଡମିରାଲ ଦିନେଶ କେ.ତ୍ରିପାଠୀ…
Read More...

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୬ ଓ ୨୭ ତାରିଖରେ ରାଷ୍ଟ୍ରପତିଙ୍କର ଓଡ଼ିଶାରେ ଦୁଇଟି କାର୍ୟ୍ୟକ୍ରମ ରହିଛି । ୨୬ ତାରିଖରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଓଡ଼ିଶା ଉଚ୍ଚ ନ୍ୟାୟଳୟ, ଏସସିବି ମେଡିକାଲ ଓ…
Read More...

ସେଲ୍ଫି ନେଇ ନିଲମ୍ବିତ ଫାର୍ମାସିଷ୍ଟ

ବାରିପଦା:ମହାମହିମ ରଷ୍ଟ୍ରପତିଙ୍କ ହ୍ୟାଲିକେପଟର ସହିତ ଫାର୍ମାସିଷ୍ଟ ଫଟୋ ଉଠାଇ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ । ଫଟୋ ଉଠାଇବାମୁ ନେଇ ତାଙ୍କୁ ନିଲମ୍ବିତ କରାଯାଇଛି ।ଜିଲ୍ଲା ମୁଖ୍ୟ ଚିକିତ୍ସାଅଧିକାରୀ ଡା ରୁପଭାନୁ ମିଶ୍ର ଫାର୍ମାସିଷ୍ଟ ଯଶୋବନ୍ତ ବେହେରାକୁ ନିଲମ୍ବନ କରିଛନ୍ତି…
Read More...

ଆଜିଠୁ ଆରମ୍ଭ ବଜେଟ ଅଧିବେଶନ : ରାଷ୍ଟ୍ରପତିଙ୍କ ବୈଠକ ବର୍ଜନ କରିବେ BRS ଓ AAP

ନୂଆଦିଲ୍ଲୀ : ସଂସଦର ବଜେଟ୍ ଅଧିବେଶନ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ବଜେଟ୍ ଅଧିବେଶନ ଆରମ୍ଭ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ସଂସଦର ମିଳିତ ବୈଠକକୁ ସମ୍ବୋଧିତ କରିବେ। ଯାହା ସୂଚନା ମିଳୁଛି ଯେ ଚନ୍ଦ୍ରଶେଖର ରାଓଙ୍କ ନେତୃତ୍ୱରେ ଭାରତ ରାଷ୍ଟ୍ର ସମିତି ଏବଂ ଅରବିନ୍ଦ…
Read More...

ରାଷ୍ଟ୍ରପତିଙ୍କ ବିରୋଧରେ କୁତ୍ସିତ ମନ୍ତବ୍ୟ ଦେଲେ ଟିଏମସି ନେତା

ବ୍ୟୁରୋ : ରାଷ୍ଟ୍ରପତିଙ୍କୁ ତାତ୍ସଲ୍ୟ । ରାଷ୍ଟ୍ରପତିଙ୍କ ବିରୋଧରେ କୁତ୍ସିତ ମନ୍ତବ୍ୟ ଦେଲେ ଟିଏମସି ନେତା ତଥା ମନ୍ତ୍ରୀ ଅଖିଳ ଗିରି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ନିନ୍ଦନୀୟ ମନ୍ତବ୍ୟ ଦେଇଛନ୍ତି । ନନ୍ଦିଗ୍ରାମରେ ଭାଷଣରେ ‘ରାଷ୍ଟ୍ରପତି କେମିତି ଦେଖାଯାଉଛନ୍ତି?’ ବୋଲି…
Read More...

ଶ୍ରୀମନ୍ଦିରରେ ମହାମହିମ ଦୌପଦୀ ମୁର୍ମୁ

ପୁରୀ: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଓଡିଶାର ଗର୍ବ ଗୌରବ ଦୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ଓଡିଶା ଗସ୍ତରେ ଆସଛନ୍ତି ।ତେବେ ସେ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ପୁରୀରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଫୁଲ ତୋଡା ଦେଇ…
Read More...

ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସର ୭୫ ବର୍ଷ ପାଳନ ଅବସରରେ ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଅଭିଭାଷଣ ପ୍ରାରମ୍ଭରେ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଅଭିବାଦନ ଜଣାଇଥିଲେ। ୭୬ତମ ସ୍ୱାଧୀନତା ଦିବସ ଅବସରରେ ମୁଁ ଦେଶ ତଥା ବିଦେଶରେ ରହୁଥିବା ସମସ୍ତ…
Read More...

ଦେଶରେ ଗରିବଙ୍କ ସ୍ୱପ୍ନ ମଧ୍ୟ ପୂରଣ ହୋଇପାରିବ: ରାଷ୍ଟ୍ରପତି

ନୂଆଦିଲ୍ଲୀ: ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ପ୍ରଧାନବିଚାରପତି ଏନ୍ଭି ରାମାନା ଶପଥ ଗ୍ରହଣ କରିଥିଲେ। ଏହି ସମୟରେ ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଏମ ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ…
Read More...