ଗୋପବନ୍ଧୁନଗର ପ୍ରେସ କ୍ଳବର ବାର୍ଷିକ ଉତ୍ସବ
ଗୋପବନ୍ଧୁନଗର ବ୍ଲକ ପ୍ରେସ କ୍ଲବ ପକ୍ଷରୁ ବାର୍ଷିକ ଉତ୍ସବ ଆୟୋଜିତ ହୋଇଯାଇଛି। କୁଆମରା କଲେଜ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗୋପବନ୍ଧୁନଗର ବ୍ଲକ ବିଡ଼ିଓ ପୃଥ୍ୱୀରାଜ ପରିଡା, ଅବସରପ୍ରାପ୍ତ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରମେଶ ନାୟକ, ଖୁଣ୍ଟା ଆଇଆଇସି ପଞ୍ଚାନନ ମହାନ୍ତିଙ୍କ ସମେତ…
Read More...
Read More...