ବ୍ରିକ୍ସ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ: ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବାପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦକ୍ଷିଣ ଆଫ୍ରିକା ଗସ୍ତରେ ଆସିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ବ୍ରିକ୍ସ ବିଜନେସକୁ ମମ୍ବୋଧିତ କରି କହିଛନ୍ତି ଯେ, ଭାରତ ବିଶ୍ୱର ଗ୍ରୋଥ ଇଞ୍ଜିନ ହେବ । ଏହା ସହ ୫ ଟ୍ରିଲିୟନର ଅର୍ଥନୀତି ହାସଲ କରିବ ।…
Read More...
Read More...