Browsing Tag

Prithviraj Harichandan

ଟେଟ୍ରା ପ୍ୟାକରେ ମିଳିବ 180 ml ମଦ

ଏଣିକି କାଚ ବଦଳରେ ମୋଟା କାଗଜ ଖୋଳରେ ମିଳିବ ମଦ । ନୂଆ ଅବକାରୀ ନୀତିରେ ଟେଟ୍ରା ପ୍ୟାକ ବ୍ୟବହାର ନେଇ ଆସିଲା ଗାଇଡ଼ଲାଇନ। ଟେଟ୍ରା ପ୍ୟାକରେ ରହିବ 6 ସୁରକ୍ଷା ଲେୟାର । କେବଳ 180 ଏମଏଲ ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ମିଳିବ । ଟେଟ୍ରା ପ୍ୟାକ ତିଆରି କରୁଥିବା ସଂସ୍ଥା Indian…
Read More...

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ

ଭୁବନେଶ୍ୱର:- ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ କଡ଼ା ଜବାବ ରଖିଲେ ଆଇନ ମନ୍ତ୍ରୀ । ବିଜେଡ଼ି ଶାସନ ସମୟରେ ବିଭିନ୍ନ ପର୍ଯ୍ୟାୟରେ ପ୍ରଶ୍ନ ପତ୍ର ଲିକ ଠାରୁ ଆରମ୍ଭ କରି ନକଲି ପରୀକ୍ଷାର୍ଥୀ ଧରା ପଡ଼ିଥିଲେ । ୨୪ ବର୍ଷ ଭିତରେ କେତେ ଆକ୍ସନ ନେଇଛନ୍ତି ତାର ଉତ୍ତର ଆଗ ବିଜେଡ଼ି ଦେଉ…
Read More...

ସାମ୍ନାକୁ ଆସିଲା ବଡ ତଥ୍ୟ, ୨୦ ଲକ୍ଷ ପାଇଁ ପୋଲିସ କନଷ୍ଟେବଲ ଶୁଭମିତ୍ରାଙ୍କୁ ହତ୍ୟା

ଭୁବନେଶ୍ଵର: ୨୦ ଲକ୍ଷ ପାଇଁ ପୋଲିସ କନଷ୍ଟେବଲ ଶୁଭମିତ୍ରାଙ୍କୁ ହତ୍ୟା କରାଯାଇଛି । ବିଧାନସଭାରେ ମୁଲତବି ଆଲୋଚନାରେ ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ । ଅଭିଯୁକ୍ତ ଦୀପକ ରାଉତଠାରୁ ୨୦ ଲକ୍ଷ ଦାବି କରିଥିଲେ ଶୁଭମିତ୍ରା । ଶୁଭମିତ୍ରା ରୀତି ଅନୁସାରେ ବିବାହ ପାଇଁ ୨୦ ଲକ୍ଷ ଦାବି…
Read More...

କେବଳ ଭୁବନେଶ୍ୱର ନୁହେଁ, ମହିଳାଙ୍କ ପାଇଁ ପୂରା ଓଡ଼ିଶା ସୁରକ୍ଷିତ: ଆଇନ ମନ୍ତ୍ରୀ

ଭୁବନେଶ୍ଵର: ନାରୀ ସୁରକ୍ଷା ଜାତୀୟ ରିପୋର୍ଟକୁ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । କେବଳ ଭୁବନେଶ୍ୱର ନୁହେଁ, ମହିଳାଙ୍କ ପାଇଁ ପୂରା ଓଡ଼ିଶା ସୁରକ୍ଷିତ ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ମହିଳାଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ସବୁବେଳେ ଚେଷ୍ଟିତ । ଅପରାଧୀମାନଙ୍କ…
Read More...

ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି : ଆଇନ ମନ୍ତ୍ରୀ

ଭୁବନେଶ୍ବର: ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ । ଏସଓପିରେ କିଛି ସଂଶୋଧନ ଆବଶ୍ୟକତା ଥିଲା । ସେନେଇ ସରକାର ନିଷ୍ପତ୍ତି ନେଇ ସାରିଛନ୍ତି । ମହାପ୍ରଭୁଙ୍କ ରୀତିନୀତିରେ ଯେଭଳି କୌଣସି ଅସୁବିଧା ନହୁଏ ତାକୁ ପ୍ରାଥମିକତା ଦିଆଯାଉଛି । ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଓ…
Read More...