Browsing Tag

Puri

ଆଇପିଏଲ ଟ୍ରଫିକୁ ଶ୍ରୀମନ୍ଦିର ଅଣାଯାଇ ମହାପ୍ରଭୁଙ୍କ ନିକଟରେ ପୂଜାର୍ଚ୍ଚନା

ପୁରୀ : ପୁରୀରେ ଆଇପିଏଲ ଟ୍ରଫି। ଆସନ୍ତା ମାର୍ଚ୍ଚରୁ ଆଇପିଏଲ୍ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବା ବେଳେ ଏହା ପୂର୍ବରୁ ଆଇପିଏଲ ଟ୍ରଫିକୁ ଶ୍ରୀମନ୍ଦିର ଅଣାଯାଇ ମହାପ୍ରଭୁଙ୍କ ନିକଟରେ ପୂଜାର୍ଚ୍ଚନା କରାଯାଇଛି। କୋଲକତା ନାଇଟ ରାଇଡର୍ସ ପ୍ରାଞ୍ଚାଇଜ୍‌ର ସଦସ୍ୟ ମାନେ ଏହି ଟ୍ରଫି ଆଜି…
Read More...

ପୁଣି ୨ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

ପୁରୀ: ପୁଣି ୨ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବା ନେଇ ସୂଚନା ମିଳିଛି । ଫେବୃଆରୀ ୧୨ ଏବଂ ୧୩ ତାରିଖରେ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି ।…
Read More...

ବନକଲାଗି ନୀତି ପାଇଁ ୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ମାଘ ମାସ ଶୁଳ୍କ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ…
Read More...

ବନକଲାଗି ନୀତି ପାଇଁ  ୫ ଘଣ୍ଟା ବନ୍ଦ  ରହିବ ସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ବୁଧବାର ମାଘ ମାସ ଶୁକ୍ଳ ଅଷ୍ଟମୀ ତିଥି ।  ଶ୍ରୀବିଗ୍ରହମାନଙ୍କ ହେବ ବନକଲାଗି ନୀତି । ଏଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ବିପହର ଧୂପ ସରିବା ପରେ…
Read More...

ଆଜି ମାଘ ସପ୍ତମୀ : ବୁଡ ପକାଉଛନ୍ତି ହଜାର ହଜାର ଶ୍ରଦ୍ଧାଳୁ

କୋଣାର୍କ : ମାଘ ସପ୍ତମୀ  ବୁଡ ପକାଇବାକୁ ଲାଗିଛି ଗହଳି । ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି ଅର୍କକ୍ଷେତ୍ର କୋଣାର୍କରେ  । ଭୋରରୁ ଅନେକ ଭକ୍ତ ସ୍ନାନ ବି କରିସାରିଲେଣି। ଶ୍ରଦ୍ଧାଳୁଙ୍କ ଆଗମନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଚଳିତ ବର୍ଷ ମାଘ…
Read More...

ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ୪ଦିନ ସ୍ଥଗିତ ରହିବ ମରାମତି କାର୍ଯ୍ୟ

ପୁରୀ: ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨ ଓ ୩ ତାରିଖ ଏବଂ ଫେବୃଆରୀ ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି । ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ…
Read More...

ଶ୍ରୀମନ୍ଦିର ଭିତରର ଫଟୋ ଭାଇରାଲ: ପୋଲିସର କଡ଼ା କାର୍ଯ୍ୟାନୁଷ୍ଠାନ

ପୁରୀ : ଶ୍ରୀମନ୍ଦିର ଭିତରର ଫଟୋ ଭାଇରାଲ ହେବା ପରେ ପୁରୀ ପୋଲିସର କଡ଼ା କାର୍ଯ୍ୟାନୁଷ୍ଠାନ। ମନ୍ଦିର ଚତୁଃପାର୍ଶ୍ଵରେ ପୋଷ୍ଟର ମାରିଲା ପୁରୀ ପୋଲିସ।ପରିକି ମନ୍ଦିର ପରିସରରେ ମୋବାଇଲ ଫୋନ୍ ମଧ୍ୟ ନିଷେଧ କରାଯାଇଛି। ନିୟମ ଉଲଂଘନକାରୀଙ୍କୁ ଦଣ୍ଡିତ କରାଯିବା ନେଇ ପୋଷ୍ଟରରେ ଉଲ୍ଲେଖ…
Read More...

ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ କାର୍ଯ୍ୟାବଳୀ

ପୁରୀ :ଶ୍ରୀମନ୍ଦିର  ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ ।  ବୈଠକରେ ୫ ସୂତ୍ରୀ ଅନୁସୁଳୀନ କାଯ୍ୟାବଳୀ  ଉପରେ ଆଲୋକପାତ କରାଯାଉଛି ।  ନିତି ପ୍ରଶାସକ , ଉନ୍ନୟନ ପ୍ରଶାସକ , ସୁପର ଭାଇଜର , ରେଭେନ୍ୟୁ  ପ୍ରଶାସକ ଏବଂ ସମସ୍ତ  ବିଭାଗର ଅଧିକାରୀମାନେ ବୈଠକ ଉପସ୍ଥିତ ଅଛନ୍ତି  ।…
Read More...

ଆଜିଠୁ ପୁଣି ଆରମ୍ଭ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

ପୁରୀ : ଆଜିଠୁ ପୁଣି ଆରମ୍ଭ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ମକର ସଂକ୍ରାନ୍ତି, ପୁଷ୍ୟାଭିଶେକ ନୀତି ଏଭଳି କିଛି ନୀତି ଏବଂ ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ଜାନୁଆରୀ ୧୨ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ମରାମତି କାମକୁ ସ୍ଥଗିତ ରଖାଯାଇଥିଲା। ଆଜିଠୁ ପୁଣିଥରେ ମରାମତି କାମ…
Read More...

ଶ୍ରୀମନ୍ଦିର ବେଢ଼ା ଭିତର ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ

ପୁରୀ/ ସଞ୍ଜୟ ମହାପାତ୍ର: ପୁଣି ଭାଇରାଲ ହୋଇଛି ଶ୍ରୀମନ୍ଦିର ଭିତର ଫଟୋ।  ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଂଗ ଜୋନରେ ଡ୍ରୋନ ଉଡ଼ିବାର ସପ୍ତାହେ ନପୂରୁଣୁ ଶ୍ରୀମନ୍ଦିର ବେଢ଼ା ଭିତର ଫଟୋ ସୋସିଆଲ ମିଡ଼ିଆରେ ଘୂରି ବୁଲୁଛି। ଏନେଇ ଜଗନ୍ନାଥ ପ୍ରେମୀ ସୁରକ୍ଷା ବ୍ୟବସ୍ଥା ନେଇ ପ୍ରଶ୍ନ ଉଠାଇବା ସହ…
Read More...