ମେଘନାଦ ପ୍ରାଚୀରର ତୁରନ୍ତ ମରାମତି ପାଇଁ ଏଏସଆଇକୁ ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ
ପୁରୀ: ଶ୍ରୀମନ୍ଦିର ମେଘନାଦ ପ୍ରାଚୀରର ତୁରନ୍ତ ସ୍ଥାୟୀ ମରାମତି ଏବଂ ପୁନରୁଦ୍ଧାର କରିବାକୁ ଏଏସଆଇକୁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ l ଏଥି ସହ ପ୍ରାଚୀରର ଏକ ସାମଗ୍ରିକ ବୈଜ୍ଞାନିକ ସର୍ଭେ କରିବାକୁ ମଧ୍ୟ ଏଏସଆଇ ଅଧୀକ୍ଷକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ l ମେଘନାଦ…
Read More...
Read More...