ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନକଲେ ନୌସେନା ମୁଖ୍ୟ
ପୁରୀ: ପୁରୀରେ ନୌସେନା ମୁଖ୍ୟ ଆଡମିରାଲ ଦୀନେଶ କେ ତ୍ରିପାଠୀ । ଏହି ଗସ୍ତ ଅବସରରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିଛନ୍ତି । ଡିସେମ୍ବର ୪ତାରିଖରେ ପୁରୀ ବେଳାଭୂମିରେ ଅନୁଷ୍ଠିତ ହେବାକୁ ଯାଉଛି ନୌସେନା ଦିବସ । ଏଥିପାଇଁ ପୁରୀରେ ନୌସେନାର ଯୁଦ୍ଧ ଜାହାଜ ସହ…
Read More...
Read More...