Browsing Tag

ragging

ପୁଣି MKCGରେ ରାଗିଂ ଅଭିଯୋଗ, ଆଜି ବସିବ ଆଣ୍ଟି ରାଗିଂ ସେଲ ବୈଠକ

ବ୍ରହ୍ମପୁର: ପୁଣି MKCG ମେଡିକାଲରେ ରାଗିଂ ଅଭିଯୋଗ। ଦ୍ଵିତୀୟ ବର୍ଷ MBBS ଛାତ୍ରଙ୍କୁ କିଛି ସିନିୟର୍ ଛାତ୍ର ରାଗିଂ କରୁଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ, ଜୁନିୟର ପିଲାଙ୍କୁ ରାତିରେ ଆଣ୍ଠେଇ ଦେଉଛନ୍ତି ସିନିୟର । ଏପରିକି ହଷ୍ଟେଲରେ ପଢ଼ିବାକୁ ଦିଆଯାଉନି । ଜେନେରାଲ ବଡିଂ ମିଟିଂ…
Read More...

ବ୍ରହ୍ମପୁର ଏମକେସିଜି ମେଡିକାଲରେ ଏମବିବିଏସ ଚତୁର୍ଥ ବର୍ଷର ଛାତ୍ରଙ୍କୁ ଦୁଇ ହାଉସ ସର୍ଜନ ରେଗିଂ କରିଥିବା ଅଭିଯୋଗ

ବ୍ରହ୍ମପୁର-: ବ୍ରହ୍ମପୁର ଏମକେସିଜି ମେଡିକାଲରେ ପୁଣି ରେଗିଂ । ଜଣେ ଏମବିବିଏସ ଚତୁର୍ଥ ବର୍ଷର ଛାତ୍ରଙ୍କୁ ଦୁଇ ହାଉସ ସର୍ଜନ ରେଗିଂ କରିଥିବା ଅଭିଯୋଗ ହୋଇଛି । ରେଗିଂ କରିଥିବା ଦୁଇ ସର୍ଜନଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ଜୋରିମାନା ପାଇଁ ଏଣ୍ଟି ରେଗିଂ‌ କମିଟିର ବୈଠକରେ ନିଷ୍ପତ୍ତି…
Read More...

ବ୍ରହ୍ମପୁର ରାଗିଂ ଘଟଣାର ତଦନ୍ତ ପାଇଁ ପହଞ୍ଚିଲେ ଉଚ୍ଚଶିକ୍ଷା ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ

ଗଞ୍ଜାମ / ରଜନୀକାନ୍ତ ପାତ୍ର: ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟର ଭିଡ଼ିଓ ଭାଇରାଲ ଘଟଣାରେ ଉଚ୍ଚଶିକ୍ଷା ବିଭାଗ ତଦନ୍ତ ଆରମ୍ଭ କରିଛି । ଉଚ୍ଚଶିକ୍ଷା ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକଙ୍କ ସମେତ ଏକ ଟିମ ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ଘଟଣା…
Read More...