Browsing Tag

Rahul Gandhi

ଭୋଟଚୋରି ଅଭିଯୋଗ ରେ ରାହୁଲ ଗାନ୍ଧିଙ୍କ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ନିର୍ବାଚନ କମିସନ

ନୂଆଦିଲ୍ଲୀ:- ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା କରାଯାଇଥିବା ଭୋଟ ଚୋରି ଅଭିଯୋଗକୁ ନେଇ  ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କମିଶନ ସ୍ପଷ୍ଟ ଜବାବ ଦେଇଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କହିଛନ୍ତି, ‘ଜଣେ ଯଦି କହିବ ଯେ ଭୋଟର ତାଲିକାରେ ଜଣେ…
Read More...

ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କଲେ ସ୍ୱତନ୍ତ୍ର କୋର୍ଟ

ନୂଆଦିଲ୍ଲୀ:- କଂଗ୍ରେସର ବରିଷ୍ଠ ନେତା ତଥା ଲୋକସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଆଶ୍ୱସ୍ତି ମିଳିଛି । ବୁଧବାର ଦିନ ଝାଡଖଣ୍ଡର ଚାଇବାସା ସ୍ଥିତ ଏମପି-ଏମଏଲଏ ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଏହି ମାମଲା ୨୦୧୮ ମସିହାରେ କେନ୍ଦ୍ର…
Read More...

‘ଭାରତ ଯୋଡ ଯାତ୍ରା’ ବେଳେ ସେନାକୁ ନେଇ ମନ୍ତବ୍ୟ ପାଇଁ ଭର୍ତ୍ସନା କଲେ ମାନ୍ୟବର କୋର୍ଟ

ନୂଆଦିଲ୍ଲୀ:- ବିରୋଧୀଦଳ ନେତା ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା। ‘ଭାରତ ଯୋଡ ଯାତ୍ରା’ ବେଳେ ସେନାକୁ ନେଇ ମନ୍ତବ୍ୟ ପାଇଁ ଭର୍ତ୍ସନା କଲେ ମାନ୍ୟବର କୋର୍ଟ। ଯଦି ଆପଣ ପ୍ରକୃତ ଭାରତୀୟ ହୋଇଥିବେ, ଏଭଳି ମନ୍ତବ୍ୟ ଦିଅନ୍ତୁନି କହିଲେ ସୁପ୍ରିମକୋର୍ଟ। ସୂଚନା ଅନୁସାରେ, ୯…
Read More...

ସୌମ୍ୟାଶ୍ରୀ ଆତ୍ମାହୁତି ଦେଇନାହାନ୍ତି ତାଙ୍କୁ ହତ୍ୟା କରାଯାଇଛି : ରାହୁଲ ଗାନ୍ଧୀ

ଭୁବନେଶ୍ୱର : ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ । ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି । ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟ…
Read More...

ଆଦାନୀ ଓ ତାଙ୍କ ପରିବାର ପାଇଁ ରଥକୁ ରୋକାଗଲା: ରାହୁଲ ଗାନ୍ଧି

ନୂଆଦିଲ୍ଲୀ: କଂଗ୍ରେସର ସମ୍ବିଧାନ ବଞ୍ଚାଅ ସମାବେଶରେ ବିଜେପିକୁ ଧୋଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧି । ରଥଯାତ୍ରାରେ ଘଟିଥିବା ବିଶୃଙ୍ଖଳାକୁ ନେଇ ରାଜ୍ୟ ସରକାରଙ୍କ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଟାର୍ଗେଟ୍ । କହିଲେ ଅରବପତିଙ୍କ ପାଇଁ ଅଟକାଇଦେଲେ ମହାପ୍ରଭୁଙ୍କ ରଥ । ରାହୁଲ ଗାନ୍ଧି…
Read More...

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାହୁଲ ଗାନ୍ଧୀ, ମହାସମାବେଶକୁ କରିବେ ସମ୍ବୋଧନ

ଭୁବନେଶ୍ଵର: ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାହୁଲ ଗାନ୍ଧୀ । ଭୁବନେଶ୍ବରରେ ଆୟୋଜିତ କଂଗ୍ରେସର ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ଯୋଗ ଦେବେ ରାହୁଲ । ବରମୁଣ୍ଡା ପଡ଼ିଆରେ ଆୟୋଜିତ ହେଉଛି କଂଗ୍ରେସର ମହାସମାବେଶ । ରାହୁଲ ଗାନ୍ଧିଙ୍କ ସମେତ ମଲ୍ଲିକାର୍ଜୁନ୍ ଖଡ଼ଗେ ଏବଂ କେସି…
Read More...

ଶରଧାବାଲି ଅଘଟଣ, ଦୁଃଖ ପ୍ରକାଶ କଲେ କଂଗ୍ରସେ ନେତା ରାହୁଲ ଗାନ୍ଧି

ନୂଆଦିଲ୍ଲୀ: ପୁରୀ ଶରଧାବାଲିରେ ହୋଇଥିବା ଅଘଟଣ ନେଇ ଏବେ ଦିଲ୍ଲୀରୁ ପଲ୍ଲୀ ସବୁଠି ଚର୍ଚ୍ଚା  । ମୃତକ ଓ ଆହତଙ୍କୁ ସମବେଦନା ଜଣେଇବା ସହ ତେଜିଛି ରାଜନୀତି  । ଶାସକ ବିଜେପିର ପାରିବା ପଣିଆ ଉପରେ ଆଙ୍ଗୁଳି ଉଠାଇଲେଣି ବିରୋଧି ଦଳ  । ସେପଟେ ଉକ୍ତ ଅଘଟଣ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧି…
Read More...

ମୋଦିଙ୍କୁ ପ୍ରଶଂସା କଲେ ରାହୁଲ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କେରଳର ୱାୟାନାଡ ଗସ୍ତରେ ଅଛନ୍ତି । ସେଠାରେ ସେ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବ । ତେବେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଗସ୍ତକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ନିଜ…
Read More...

ଦିନିକିଆ ଓଡିଶା ଗସ୍ତରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ

ଝାରସୁଗୁଡା: ସାଧାରଣ ନିର୍ବାଚନ ପାଖେଇ ଆସୁଥିବାରୁ ଘନ ଘନ ଓଡିଶା ଗସ୍ତ କରୁଛନ୍ତି କେନ୍ଦିୟ ମନ୍ତ୍ରୀ । ସେହି ପରି ଆଜି ଦିନିକିଆ ତ୍ତ୍ୱଓଡିଶା ଗସ୍ତରେ ଆସିଛନ୍ତି ରାହୁଲ ଗାନ୍ଧୀ । ଏବେ ସେ ଝାରସୁଗୁଡାରେ ପହଞ୍ଚି ଥିବା ସୂଚନାର ରହିଛି । ସେଠାରୁ ସେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବଲାଙ୍ଗୀର…
Read More...

ରାୟବରେଲି ଲୋକସଭା ଆସନରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତ ରାହୁଲ ଗାନ୍ଧ

ଲକ୍ଷ୍ନୌ : କଂଗ୍ରେସ ରାହୁଲ ଗାନ୍ଧି ଉତ୍ତର ପ୍ରଦେଶର ରାୟବରେଲି ଲୋକସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଏହି ସମୟରେ ତାଙ୍କ ସହିତ ତାଙ୍କ ମା ସୋନିଆ ଗାନ୍ଧି ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । କଂଗ୍ରେସ ହଠାତ ରାହୁଲ ଗାନ୍ଧିଙ୍କୁ ରାୟବରେଲି ଆସନ ପାଇଁ ପ୍ରାର୍ଥୀ…
Read More...