Browsing Tag

rain

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା, ସମୁଦ୍ର ଭିତରେ ହେଉଛି ବଡ଼ ହଲଚଲ୍

ଭୁବନେଶ୍ଵର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ସମୁଦ୍ର ଭିତରେ ହେଉଛି ବଡ଼ ହଲଚଲ୍ । ଆଜି ଅବପାତର ରୂପ ନେଇପାରେ ୱେଲ ମାର୍କ ଲୋପ୍ରେସର । ଏହା ଆହୁରି ଘନୀଭୂତ ହୋଇ ୪୮ ଘଣ୍ଟା ଭିତରେ ବା ୨୭ ତାରିଖ ଗୁରୁବାର ସୁଦ୍ଧା ନେଇପାରେ ବାତ୍ୟା ରୂପ । ତେବେ ଏହି ବାତ୍ୟାର ସିଧାସଳଖ ପ୍ରଭାବ…
Read More...

ବଙ୍ଗୋପସାଗରରେ ଲଘୁଚାପ, ଆଗାମୀ ୭ ଦିନ ପର୍ଯ୍ୟନ୍ତ ଶୁଖିଲା ରହିବ ପାଗ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନିଭୂତ ହେବାରେ ଲାଗିଛି । ଆସନ୍ତା ୨୪ ତାରିଖରେ ତାହା ଅବପାତରେ ପରିଣତ ହେବ ବୋଲି ଭୁବନଶ୍ବର ପାଣିପାଗ କେନ୍ଦ୍ର ଆକଳନ କରିଛି । ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେବ । କିନ୍ତୁ ଆଗାମୀ ୭ ଦିନ ପାଗ…
Read More...

ଆସୁଛି ଲଘୁଚାପ, ଆଣିବ କି ବଡ଼ ବର୍ଷା, ଭୟରେ ଚାଷୀକୂଳ

ଭୁବନେଶ୍ଵର: ଆସୁଛି ଲଘୁଚାପ, ଆଣିବ କି ବର୍ଷା। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପର ରୂପ ନେବ। 24 ତାରିଖରେ ଅବପାତ ହୋଇ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ଥିବା ବେଳେ ଟେନ୍ସନ୍ ଦେଉଛି ବିଦେଶୀ ମଡେଲର ବାତ୍ୟା ଆକଳନ। ଆଇଏମ୍ଡି ପକ୍ଷରୁ ଏପର୍ଯ୍ୟନ୍ତ କେବଳ ଅବପାତ…
Read More...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ଵର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା…
Read More...

ପଛକୁ ପଛ ଆସୁଛି ୩ଟି ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ପଛକୁ ପଛ ଆସୁଛି ୩ଟି ଲଘୁଚାପ । ଗୋଟିଏ ଲଘୁଚାପ ଏବେ ସୃଷ୍ଟି ହୋଇଛି । ୨୬ ବେଳକୁ ଦ୍ବିତୀୟ ଓ ୨୯ ବେଳକୁ ତୃତୀୟ ଲଘୁଚାପ ସୃଷ୍ଟି ହେବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ ଶରତ ସାହୁ । ବଙ୍ଗୋପସାଗରରେ ଘନୀଭୂତ ହେଉଛି ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ଉତ୍ତରପଶ୍ଚିମ…
Read More...

୨୧ରେ ଲଘୁଚାପ, ୨୩ ସୁଦ୍ଧା ଅବପାତ, ଓଡିଶାକୁ ନାହିଁ ଭୟ!

ନୂଆଦିଲ୍ଲୀ: ବର୍ତ୍ତମାନ ସୁଦ୍ଧା କେବଳ ୨୧ରେ ଲଘୁଚାପ, ୨୩ ସୁଦ୍ଧା ଅବପାତ ଆକଳନ କରାଯାଇଛି । ଅବପାତ ଆନ୍ଧ୍ର ପ୍ରଦେଶ ଓ ତାମିଲନାଡୁ ଉପକୂଳ ମୁହାଁ ହେବା ସମ୍ଭାବନା । ତେବେ ଓଡ଼ିଶା ପାଇଁ କୌଣସି ପ୍ରକାର ସତର୍କ ସୂଚନା ଜାରି କରିନୁ । ୨୧ ପୂର୍ବରୁ ମତ୍ସ୍ୟଜୀବୀ କୂଳକୁ ଫେରି ଆସିବା ଦରକାର ।…
Read More...

ଆସୁଛି ଆଉ ଏକ ଲଘୁଚାପ, ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା

ଭୁବନେଶ୍ଵର: ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା । ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ବିଭାଗ । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ…
Read More...

ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା, ଗୋପାଳପୁର ନିକଟରୁ ସ୍ଥଳ ଭାଗ ଅତିକ୍ରମ କରିବ ଗଭୀର ଅବପାତ

ଭୂବନେଶ୍ଵର: ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଛି ଅବପାତ । ପାରାଦୀପ-ଗୋପାଳପୁର ମଧ୍ୟ ଦେଇ ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ । ଆଜି ମଧ୍ୟରାତ୍ର କିମ୍ୱା ଆସନ୍ତାକାଲି ସକାଳୁ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ଭୁବନେଶ୍ୱର ଓ କଟକ ସମେତ ଉପକୂଳ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଜାରି…
Read More...

ଆସନ୍ତାକାଲି କୋରାପୁଟ୍ ଜିଲ୍ଲାରେ ସମସ୍ତ ସ୍କୁଲ୍ ଛୁଟି ଘୋଷଣା

କୋରାପୁଟ: ଆସନ୍ତାକାଲି କୋରାପୁଟ୍ ଜିଲ୍ଲାରେ ସମସ୍ତ ସ୍କୁଲ୍ ଛୁଟି ଘୋଷଣା । ପ୍ରବଳ ବର୍ଷା ଆଶଙ୍କା ଥିବାରୁ ସ୍କୁଲ ଛୁଟି ଘୋଷଣା କଲା ପ୍ରଶାସନ । କୋରାପୁଟ ଜିଲ୍ଲାରେ ସମସ୍ତ ସ୍କୁଲ ସହ ବନ୍ଦ ରହିବ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର । ସେହିପରି ଅଗ୍ନିଶମ ଏବଂ ଓଡ୍ରାଫ୍ ଟିମକୁ ସଜାଗ ରହିବା ପାଇଁ…
Read More...

ଆସୁଛି ବଡ ବର୍ଷା, କାଲି ପାଇଁ ଏହି ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ବର୍ଷା ସହ ଘଣ୍ଟା…
Read More...