Browsing Tag

Rain Alert

ଟ୍ବିନ୍ ସିଟିରେ ଘଡ଼ଘଡ଼ି ସହ ବର୍ଷା: ୩ ଘଣ୍ଟିଆ ସତର୍କବାଣୀ ଜାରି

ଭୁବନେଶ୍ୱର-କଟକ ଟ୍ବିନ୍ ସିଟିରେ ଘଡ଼ଘଡ଼ି ସହ ବର୍ଷା ହେବାକୁ ନେଇ ୩ ଘଣ୍ଟିଆ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା କିଛି ଘଣ୍ଟା ମଧ୍ୟରେ ବିଜୁଳି, ଘଡଘଡି ସହ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସାଧାରଣ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।…
Read More...