Browsing Tag

rain

ଆସନ୍ତାକାଲି କୋରାପୁଟ୍ ଜିଲ୍ଲାରେ ସମସ୍ତ ସ୍କୁଲ୍ ଛୁଟି ଘୋଷଣା

କୋରାପୁଟ: ଆସନ୍ତାକାଲି କୋରାପୁଟ୍ ଜିଲ୍ଲାରେ ସମସ୍ତ ସ୍କୁଲ୍ ଛୁଟି ଘୋଷଣା । ପ୍ରବଳ ବର୍ଷା ଆଶଙ୍କା ଥିବାରୁ ସ୍କୁଲ ଛୁଟି ଘୋଷଣା କଲା ପ୍ରଶାସନ । କୋରାପୁଟ ଜିଲ୍ଲାରେ ସମସ୍ତ ସ୍କୁଲ ସହ ବନ୍ଦ ରହିବ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର । ସେହିପରି ଅଗ୍ନିଶମ ଏବଂ ଓଡ୍ରାଫ୍ ଟିମକୁ ସଜାଗ ରହିବା ପାଇଁ…
Read More...

ଆସୁଛି ବଡ ବର୍ଷା, କାଲି ପାଇଁ ଏହି ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ବର୍ଷା ସହ ଘଣ୍ଟା…
Read More...

ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୂବନେଶ୍ଵର: ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ…
Read More...

ତୁହାକୁ ତୁହା ବର୍ଷାରେ ଭିଜୁଛି ସାରା ଓଡିଶା, ୩୦ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ଵର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ଲଘୁଚାପ ଧୀରେଧୀରେ ଶକ୍ତିଶାଳୀ ହେଉଥିବାରୁ ପ୍ରାୟ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।…
Read More...

୪୮ ଘଣ୍ଟାରେ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ୪୮ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପ୍ରଭାବରେ ୨୯ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କାଲି ପାଇଁ ରାୟଗଡ଼ା, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଉ ବାକି ୨୭…
Read More...

ପୁଣି ଆସୁଛି ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ଵର: ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୫ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳ ଓ କିଛି…
Read More...

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍‌

ସମ୍ୱଲପୁର: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍‌ । ଏବେ ୧୨ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ଡ୍ୟାମ୍ ଜଳସ୍ତର । ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା କାରଣରୁ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ବର୍ଷା ଜଳ…
Read More...

ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା, ବିପଦ ସଙ୍କେତ ଉପରେ ବୈତରଣୀ, ସୁବର୍ଣ୍ଣରେଖା

ସମ୍ୱଲପୁର: ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଫୁଲୁଛି ନଦୀ ନାଳ । ସେପଟେ ହୀରାକୁଦ ଜଳଭଣ୍ଡାରର ୮ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାପାଣି । ହୀରାକୁଦ ଡ୍ୟାମର ବାମ ପାର୍ଶ୍ବର ୫ ଓ ଡାହାଣ ପାର୍ଶ୍ବର ୩ଟି ଗେଟ୍‌ ଖୋଲା ଯାଇଛି । ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୧.୨୧ ଫୁଟ୍…
Read More...

ପ୍ରବଳ ବର୍ଷାରେ ଫୁଲୁଛି ନଦୀ ନାଳ, ବିପଦ ସଂକେତ ଟପିଲା ବୈତରଣୀ

ଭଦ୍ରକ: ଗତକାଲିଠାରୁ ପ୍ରବଳ ବର୍ଷା ଫଳରେ ଫୁଲୁଛି ନଦୀ ନାଳ । ବିପଦ ସଂକେତ ଟପିଲା ବୈତରଣୀ ନଦୀର ଜଳସ୍ତର । ଆଖୁଆପଦା ଠାରେ ବିପଦ ସଂକେତ ୧୮.୩୩ ମି. ରହିଥିବା ବେଳେ ବର୍ତ୍ତମାନ ଜଳସ୍ତର ୧୮.୪୨ ମି. ରହିଛି । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଉଥିବା ନେଇ ସୂଚନା ମିଳିଛି ।…
Read More...

ଆଜି ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

ମାଲକାନଗିରି: ଆଜି ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି । ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି ହେବା ପରେ ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । କିନ୍ତୁ ସମସ୍ତ ପ୍ରଧାନ ଶିକ୍ଷକ, ଶିକ୍ଷକ ଓ ଅଙ୍ଗନବାଡ଼ି କର୍ମୀ ନିଜ ନିଜ…
Read More...