ଆସୁଛି ଆଉ ଏକ ଲଘୁଚାପ, ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା
ଭୁବନେଶ୍ଵର: ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା । ଏହି ସମସ୍ତ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଅନ୍ୟପଟେ …
Read More...
Read More...