ପୁଣି ମାଡି ଆସୁଛି ବର୍ଷା
(ସୌମ୍ୟ ରଞ୍ଜନ ସେଠୀ): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ। ଫଳରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ…
Read More...
Read More...