୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ରାଜ୍ୟରେ ଏବେ ପାଗ ଶୁଖିଲା ଥିବା ବେଳେ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ପୁଣି ବର୍ଷା ହେବା ନେଇ ସୂଚନା ରହିଛି । ଆହୁରି ଦୁଇ ଦିନ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।…
Read More...
Read More...