ମୟୂରଭଞ୍ଜ ଆଦିବାସୀ ଷ୍ଟୁଡେଣ୍ଟ୍ ଆସୋସିଏସନ୍( ମାସା) ତରଫରୁ ଜନଶୁଣାଣୀ ରେ ଜିଲ୍ଲାପାଳଙ୍କୁ ୧୦ ଦଫା ଦାବି ପ୍ରଦାନ
(ରାଇରଙ୍ଗପୁର ସତ୍ୟନାରୟଣ ପାଲ );-ଆଜି ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଵାମଘାଟୀ ଉପଖଣ୍ଡ ସ୍ତରୀୟ ଜନଶୁଣାଣୀ ରେ ବାମନଘାଟି ଉପଖଣ୍ଡର ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ୧୦ ଟି ଅଭିଯୋଗ ଉପରେ ମୟୂରଭଂଜ ଜିଲ୍ଲାର ଅଗ୍ରଣୀ ବୈପ୍ଳବିକ ଛାତ୍ର ସଂଗଠନ ମୟୂରଭଂଜ ଆଦିବାସୀ…
Read More...
Read More...