Browsing Tag

ratha yatra

ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ପାଇଁ ମାନ୍ୟବର ରାଜ୍ୟପାଳଙ୍କୁ ନିମନ୍ତ୍ରଣ କରିଛନ୍ତି ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ…

ଭୁବନେଶ୍ୱର-: ଆଉ କିଛି ଦିନ ପରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ ଆଜି ରାଜଭବନରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାତିଙ୍କୁ ଭେଟି…
Read More...

ଆବଶ୍ୟକ ସମୟରେ ରଥ ଉପରକୁ ଯିବେ ସେବକଙ୍କ ସହାୟକ, ଅନ୍ୟ ସମୟରେ ଗଲେ ନିଆଯିବ ଆକ୍ସନ

ପୁରୀ-: ରଥଯାତ୍ରା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଦଇତାପତିଙ୍କ ବୈଠକ ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଦଇତାପତି ନିଯୋଗ ସଭାପତି ଓ ସମ୍ପାଦକଙ୍କ ସହ ବାଡଗ୍ରାହୀ ଓ ଯୁବ ଦଇତାପତି ଯୋଗ ଦେଇଥିଲେ । ଚଳିତ ବର୍ଷ ଗୋଟିଏ ଦିନରେ…
Read More...

ଚଳିତ ରଥଯାତ୍ରା ପାଇଁ ପୁରୀକୁ ଗଡିବ ୧ ହଜାର ବସ

ପୁରୀ-: ଚଳିତ ରଥଯାତ୍ରା ପାଇଁ ପୁରୀକୁ ଗଡିବ ୧ ହଜାର ବସ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଗଡିବ ବସ । ବସରେ ଯାତ୍ରୀଙ୍କ ପାଇଁ ପାନୀୟ ଜଳ ଓ ଫାଷ୍ଟଏଡ ବ୍ୟବସ୍ଥା ରହିବ । ବସରେ ଭିଡ ଓ ଚୋରି ରୋକିବାକୁ ବ୍ୟବସ୍ଥା ରହିଛି । ଚେକିଂ ସ୍କ୍ୱାର୍ଡ ଓ ସିସିଟିଭିର ମଧ୍ୟ ବ୍ୟବସ୍ଥା ରହିବ ।…
Read More...

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର-: ଆସନ୍ତା ମାସରେ ଓଡ଼ିଶାରେ ବିଜେପି ସରକାରଙ୍କ ଏକ ବର୍ଷ ପୂରଣ ହେବାକୁ ଯାଉଛି । ଏକ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସିବା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପୂର୍ବରୁ  ସୂଚନା ଦେଇ ଥିବାବେଳେ, ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…
Read More...

ଆସନ୍ତାକାଲି ଲଣ୍ଡନରେ ହେବାକୁ ଥିବା ରଥଯାତ୍ରାକୁ ନେଇ ତୀବ୍ର ଅସନ୍ତୋଷ

ଭୁବନେଶ୍ଵର-: ପୁଣି ତେଜିଲା ଇସ୍କନ ର ଅଦିନିଆ ରଥଯାତ୍ରା ବିବାଦ । ଆସନ୍ତାକାଲି ଲଣ୍ଡନରେ ହେବାକୁ ଥିବା ରଥଯାତ୍ରାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସେବାୟତମାନେ ରାଜ୍ୟ ଓ କେନ୍ଦ୍ର ସରକାର ହସ୍ତକ୍ଷେପ କରିବାକୁ ଦାବି କରିବା ସହ ତୁରନ୍ତ ଇସ୍କନର ଅଦିନିଆ ରଥଯାତ୍ରା ବନ୍ଦ କରିବାକୁ…
Read More...

ଚଳିତ ବର୍ଷ ରଥଯାତ୍ରାରେ ନିରନ୍ତର ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗର ବ୍ୟାପକ…

ଭୁବନେଶ୍ୱର-: ମହାପ୍ରଭୁ ଜଗନ୍ନାଥଙ୍କର ଚଳିତ ବର୍ଷ ରଥଯାତ୍ରାରେ ନିରନ୍ତର ସ୍ବାସ୍ଥ୍ୟସେବା ନିଶ୍ଚିତ କରାଇବା ପାଇଁ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି । ଏଥିପାଇଁ ବିଭାଗୀୟ ଶାସନ ସଚିବ ଅଶ୍ଵତୀ ଏସ.ଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସଭା ଗୃହଠାରେ ଏକ…
Read More...

ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା; ଧାଡି ପହଣ୍ଡିରେ ଆସୁଛନ୍ତି କାଳିଆସାଆନ୍ତ

ପୁରୀ: ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ସକାଳୁ ସକାଳୁ ପୁରୀ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇପଡ଼ିଛି। ପୁରୀରେ ଆଜି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। କେବଳ ଓଡ଼ିଶା କି ଭାରତ ନୁହେଁ, ବରଂ ବିଦେଶରୁ ମଧ୍ୟ ଭକ୍ତଙ୍କ ଆଗମନ ହୋଇଛି ପୁରୀକୁ। ଏଣେ ବିଳମ୍ବିତ ରାତିରୁ ମହାପ୍ରଭୁଙ୍କ…
Read More...

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ବାସୁଙ୍ଗା ପାଟ

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପହଞ୍ଚିଲା ବାସୁଙ୍ଗା ପାଟ । ତିଗିରିଆ ନୂଆପାଟଣା ଅଞ୍ଚଳରୁ ଆସିଛି ୩ କୁଇଣ୍ଟାଲ ବାସୁଙ୍ଗ ପାଟ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ବାସୁଙ୍ଗା ପାଟକୁ ପ୍ରଶାନିକ ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି । ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ନୂଆପାଟଣା ଟସର…
Read More...

ତାଳଧ୍ୱଜ ରଥ ଦଉଡ଼ି ଛିଣ୍ଡିବା ଘଟଣା, AIIMSରେ ଚିକିିତ୍ସାଧୀନ ଅବସ୍ଥାରେ ଭୋଇ ସେବକଙ୍କ ମୃତ୍ୟୁ

ଭୁବନେଶ୍ୱର : ତାଳଧ୍ୱଜ ରଥ ଟଣା ସମୟରେ ଘଟିଥିବା ଅଘଟଣା, ଦୁର୍ଘଟଣାରେ ଆହତ ହୋଇଥିବା ଭୋଇ ସେବାୟତ ନକୁଳ ଭୋଇଙ୍କର ଭୁବନେଶ୍ୱରର AIIMSରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁ ଘଟିଛି | ସୂଚନା ଅନୁସାରେ ଗତ ୨୮ ତାରିଖ ଦିନ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଅନୁଷ୍ଠିତ…
Read More...

ପୁରୀରେ ଛିଣ୍ଡିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥର ଦଉଡି

ପୁରୀ: ମହାପ୍ରଭୁଙ୍କ ବାହୁଡା ଯାତ୍ରା ବେଳେ ଅଘଟଣ । ପୁରୀରେ ଛିଣ୍ଡିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦଉଡି । ମାର୍କେଟ ଛକ ନିକଟରେ ଦଉଡି ଛିଣ୍ଡିବାରୁ ଘଟିଛି ଅଘଟଣ । ରଥ ଦଉଡ଼ି ଛିଡ଼ିବାରୁ ଜଣେ ଭୋଇ ସେବାୟତ ସମେତ ୬ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି।…
Read More...