ତିନି ଭୂଇଁ ରେ ପଡ଼ିଲା କଇଞ୍ଚି ଓ ଅନ୍ଧାରୀ ତାଗ…
ଆଜି ରଥ ନିର୍ମାଣର ୪୭ ତମ ଦିବସରେ ରଥ ନିର୍ମାଣକାରୀ ସେବକ ମାନେ ସକାଳ ଘ.୮.୦୦ ଟିକା ପୂର୍ବରୁ ରଥ ଖଳା ଠାରେ ଉପସ୍ଥିତ ପୂର୍ବକ ଉପସ୍ଥାନ ଦେଇ ମୁଖ୍ୟ ମହାରଣାଙ୍କ ମାର୍ଗ ଦର୍ଶନ ରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ। ଏଥିସହ ଆଜି ମୁଖ୍ୟ ଚିତ୍ରକାର ସେବକ ଦେବରାଜ ମହାପାତ୍ର ଙ୍କ…
Read More...
Read More...