Browsing Tag

rathayatra

ଆଜି ସନ୍ଧ୍ୟା 6ଟା ପର୍ଯ୍ୟନ୍ତ ପ୍ରଭୁ ଜଗନ୍ନାଥଙ୍କ ଅନ୍ତିମ ସନ୍ଧ୍ୟା ଦର୍ଶନ

ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ । ଏଥିପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଆଧାରରେ ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଆଡପ ମଣ୍ଡପରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ । ପୁରୀରେ ବାହୁଡା ଯାତ୍ରା ସମୟରେ ଫେରିବା…
Read More...

ପ୍ରଥମେ ତାଳଧ୍ୱଜ ପରେ ନନ୍ଦିଘୋଷ ରଥର ଦକ୍ଷିଣମୋଡ଼

ପ୍ରଥମେ ମା' ସୁଭଦ୍ରାଙ୍କ ଦେବଦଳନ ରଥ, ପରେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରୁ ଟଣାଯାଇ ଶରଧାବାଲିରେ ନାକଚଣା ଦ୍ୱାର ନିକଟରେ ଦକ୍ଷିଣମୋଡ଼ କରାଯାଏ। ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ରଥଯାତ୍ରାର ଅନ୍ୟତମ…
Read More...

ସୋନପୁର ସହର ରେ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହୋଇଛି

ସୁବର୍ଣ୍ଣପୁର-: ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରସିଦ୍ଧ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଭୋର ସକାଳୁ ୫ଟାରେ ମଙ୍ଗଳଆଳତି, ସକାଳ ୭ଟାରେ ଖେଚୁଡି ଭୋଗ, ୮ଟାରେ ମଙ୍ଗଳାରୋପଣ, ଦାରପାଳ  ପୂଜା, ଦ୍ଵାରଫିଟା, ଖେଚୁଡି ଭୋଗ, ମହାପ୍ରଭୁଙ୍କ ବେଶ, ରଥ ପ୍ରତିଷ୍ଠା ଆଦି…
Read More...

ଆଜି ହେରାପଞ୍ଚମୀ ନୀତି, ଶ୍ରୀଗୁଣ୍ଡିଚା ମନ୍ଦିର ବିଜେ କରିବେ ମହାଲକ୍ଷ୍ମୀ

ପୁରୀ: ଆଜି ପବିତ୍ର ହେରାପଞ୍ଚମୀ । ଆଜି ମହାପ୍ରଭୁଙ୍କ ଗୁଣ୍ଡିଚା ଯାତ୍ରାର ପଞ୍ଚମ ଦିନରେ ହେବ ହେରାପଞ୍ଚମୀ ନୀତି।ଭାଇଭଉଣୀଙ୍କୁ ସାଙ୍ଗରେ ଧରି ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ ଜଗନ୍ନାଥ ଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି । ବିଧି ପରମ୍ପରା ଅନୁଯାୟୀ ଆଡପମଣ୍ଡପରେ ବିରାଜିତ…
Read More...

ଶେଷ ସମନ୍ୱୟ ବୈଠକରେ ଭର୍ଚୁଆଲ ମାଧ୍ୟମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶୃଙ୍ଖଳିତ ରଥଯାତ୍ରା ଉପରେ ଗୁରୁତ୍ୱାରୋପ କରି ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ଦାୟିତ୍ୱ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଶେଷ ସମନ୍ୱୟ ବୈଠକରେ ଭର୍ଚୁଆଲରେ ସାମିଲ ହୋଇ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ଭକ୍ତମାନେ ଯେପରି ପୁରୀରୁ…
Read More...

ରଥ ଯାତ୍ରା ସମନୟ କମିଟି ର ପ୍ରଥମ ବୈଠକ ଅନୁଷ୍ଠିତ

ପୁରୀ /ଜୟନ୍ତ କୁମାର ସେଠି: ଆଜ ପୁରୀ ରେ କେନ୍ଦ୍ରାଞ୍ଚଳ ଆର୍ ଡି ସିଙ୍କ ଅଧ୍ୟକ୍ଷତାରେ ରଥ ଯାତ୍ରା ସମନୟ କମିଟି ପ୍ରଥମ ବୈଠକ ଅନୁଷ୍ଠିତ ହେବ। ପୁରୀ ଟାଉନ୍ ହଲ୍ ରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଥିବା ବେଳେ କେନ୍ଦ୍ରାଞ୍ଚଳ ଆର୍ ଡି ସି ସହ ପୁରୀ ଜିଲ୍ଲାପାଳ, ଏସପି, ବିଭିନ୍ନ ବିଭାଗର…
Read More...

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ

ପୁରୀ/ ଜୟନ୍ତ କୁମାର ସେଠି : ସର୍କିଟ ହାଉସ ସମ୍ମିଳନୀ ଗୃହରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ଗତ ୨୦୨୨ର ରଥଯାତ୍ରା ପ୍ରଭୁ ଙ୍କ ଆଶୀର୍ବାଦ ଓ ସମସ୍ତ ଙ୍କ ସହଯୋଗ ରେ…
Read More...