Browsing Tag

ration card

ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି, ୯୬ ପ୍ରତିଶତ ଲୋକଙ୍କ E-KYC ଶେଷ

ଭୁବନେଶ୍ଵର: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା। ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି ଶେଷ ହେଉଥିଲା E-KYC ଅବଧି । ବର୍ତ୍ତମାନ ସୁଦ୍ଧା ୯୬ ପ୍ରତିଶତ ଲୋକଙ୍କ E-KYC ଶେଷ ହୋଇଛି । ୨ ମାସ E-KYC ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀଙ୍କ…
Read More...

ରାସନ କାର୍ଡକୁ ନେଇ ବଡ ଖବର, ନୂଆବର୍ଷରେ ମିଳିବ ନୂଆ କାର୍ଡ

ଭୁବନେଶ୍ବର: ରାଜ୍ୟରେ ରାସନ କାର୍ଡକୁ ନେଇ ସରକାର ବଡ଼ ଘୋଷଣା କରିଛନ୍ତି। ଆସନ୍ତା ନୂଆବର୍ଷରୁ ୧୫ ଲକ୍ଷ ନୂଆ ରାସନ କାର୍ଡ ବଣ୍ଟନ କରାଯିବ। ସରକାରଙ୍କ ପାଖରେ କାର୍ଡର ଅଭାବ ନାହିଁ। କୌଣସି ଯୋଗ୍ୟ ହିତାଧିକାରୀ ଯେପରି କାର୍ଡ ପାଇବାରୁ ବଞ୍ଚିତ ନ ହୁଅନ୍ତି ସେଥିପାଇଁ ରାଜ୍ୟ ସରକାର ସମସ୍ତ…
Read More...

୯୬ ପ୍ରତିଶତ e-KYC ସରିଛି, ୮ ଲକ୍ଷରୁ ଊର୍ଦ୍ଧ୍ବଙ୍କ ରାସନ କାର୍ଡ କଟିଛି

ଭୁବନେଶ୍ଵର: ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍ । ସରିଛି ୯୬ ପ୍ରତିଶତ e-KYC । ୮ ଲକ୍ଷରୁ ଊର୍ଦ୍ଧ୍ବଙ୍କ ରାସନ କାର୍ଡ କଟିଛି । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଗତ ୧୫ ମାସ ସରକାରରେ e-KYC ଲାଗୁ କରିଥିଲେ । ୯୬% e-KYC କରିଛନ୍ତି, କେବଳ…
Read More...

ଆସିଲା ଡେଡଲାଇନ୍, ଏହି ତାରିଖ ସୁଦ୍ଧା e-KYC ନକଲେ କଟିଯିବ ରାସନ୍ କାର୍ଡ

ଭୁବନେଶ୍ଵର: ରାସନ କାର୍ଡକୁ ନେଇ ଆସିଲା ବଡ ଖବର । ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀଙ୍କ କହିବା ଅନୁସାରେ, ରାସନ କାର୍ଡ ପାଇଁ ୨୦ ଲକ୍ଷ ୫୮ ହଜାର ଲୋକ e-KYC କରିନାହାଁନ୍ତି । e-KYC କରିନଥିବା ଲୋକଙ୍କର ଏବେ ଚାଉଳ ବନ୍ଦ କରାଯାଇଛି । ଯଦି…
Read More...

ଏପ୍ରିଲ ୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ସରକାର

ଭୁବନେଶ୍ୱର-: ଚଳିତ ମାସ ୨୪ ତାରିଖରେ ବଣ୍ଟନ ହେବ ନୂଆ ରାସନ କାର୍ଡ। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏହି ନୂଆ ରାସନ କାର୍ଡ । ପଞ୍ଚାୟତିରାଜ ଦିବସରେ କାର୍ଡ ବାଣ୍ଟିବେ ସରକାର । ପୁରୀରେ ନୂଆ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପର୍ଯ୍ୟାୟ କ୍ରମେ ୫ ଲକ୍ଷ ୯୦ ହଜାର ନୂଆ…
Read More...

ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ଦିଆଯିବ ନୂଆ ରାସନ କାର୍ଡ

 ଭୁବନେଶ୍ୱର: ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ଆଜି ଏନେଇ ବିଧାନସଭାରେ ବିଜେଡି ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପୁରୁଣା କାର୍ଡରେ ଇ-କେୱାଇସି ଯାଞ୍ଚ ଅଗଷ୍ଟ ୨୨ରୁ ଆରମ୍ଭ ହୋଇଥିବା…
Read More...