Browsing Tag

ratna bhandar

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଶେଷ, ରତ୍ନଭଣ୍ଡାରରେ ପଡ଼ିଲା ଦୁଇଟି ଚାବି

ପୁରୀ: ଶେଷ ହେଲା ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର କାର୍ଯ୍ୟ । ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସକାଳ ୧୦ଟା ୫୫ରୁ ଆରମ୍ଭ ହୋଇଥିଲା ସ୍ଥାନାନ୍ତର । ଅପରାହ୍ନ ୨ଟା ୫୫ରେ ସରିଲା ସ୍ଥାନାନ୍ତର କାର୍ଯ୍ୟ । ୬ଟି ଆଲମିରା ଓ ୬ଟି ପ୍ୟାକେଟ୍‌ରେ ବନ୍ଦ ଅବସ୍ଥାରେ…
Read More...

ଆଜି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର। ସ୍ଥାୟୀ ରତ୍ନଭଣ୍ଡାରକୁ ମହାପ୍ରଭୁଙ୍କର ରତ୍ନ ଅଳଙ୍କାର ସ୍ଥାନାନ୍ତର କରାଯିବ। ଏଥିପାଇଁ ଆଜି ସକାଳ ୧୦ଟାରୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ଦିନ ୧୦ଟା ପରେ ମାହେନ୍ଦ୍ର ବେଳାରେ ଏହି କାର୍ଯ୍ୟ ସମାପନ ହେବ । ରାଜ୍ୟ ସରକାରଙ୍କ…
Read More...

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ବୈଠକ ପରେ ଜିଲ୍ଲାପାଳଙ୍କ ସୂଚନା

ପୁରୀ: ହେବ ସବୁ ଅପେକ୍ଷାର ଅନ୍ତ । ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ବୈଠକ ପରେ ବଡ ସୂଚନା ଦେଲେ ଜିଲ୍ଲାପାଳ । ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ଆସନ୍ତାକାଲି ସ୍ଥାନାନ୍ତର କରାଯିବ ମହାପ୍ରଭୁଙ୍କ ଅଳଙ୍କାର । ସକାଳ ୧୦ ଟାରୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ରହିବ । ଭକ୍ତ…
Read More...

ଆସନ୍ତା ୨୩ରେ ଅସ୍ଥାୟୀ ରତ୍ନଭଣ୍ଡାରରୁ ହେବ ଅଳଙ୍କାର ସ୍ଥାନାନ୍ତର

ପୁରୀ: ଆସନ୍ତା ୨୩ରେ ଅସ୍ଥାୟୀ ରତ୍ନଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର ନିଷ୍ପତ୍ତି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ମୂଳ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ ମହାପ୍ରଭୁଙ୍କ ଅଳଙ୍କାର । ଯଦି ସ୍ଥାନାନ୍ତର ୨୩ରେ ନସରିବ ତେବେ ୨୪ରେ ହେବ ପୁର୍ନବାର…
Read More...

ଶେଷ ହେଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ, ଶୀଘ୍ର ହେବ ରତ୍ନ ସ୍ଥାନାନ୍ତର

ପୁରୀ: ଶେଷ ହେଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସମ୍ପୂର୍ଣ୍ଣ ଶେଷ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଉଭୟ ଭିତର ଓ ବାହାର ରତ୍ନଭଣ୍ଡାର ମରାମତି କାମ ଶେଷ ହୋଇଛି । ASI ପ୍ରତ୍ୟକ୍ଷ…
Read More...

ଆଗାମୀ ରଥଯାତ୍ରା ସମୟରେ ଖୋଲିବ ରତ୍ନଭଣ୍ଡାର, କମିଟିରେ ସୁପାରିଶ

ପୁରୀ:ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ସୁପାରିଶ । ଖୋଲିବାକୁ ସରକାରଙ୍କୁ ସୁପାରିଶ । ଆଗାମୀ ରଥଯାତ୍ରା ସମୟରେ ଖୋଲିବାକୁ କମିଟିର ନିଷ୍ପତି । ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକରେ ସୁପାରିଶ କରାଗଲା । ବୈଠକ ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସୂଚନା । ରତ୍ନଭଣ୍ଡାର ଖୋଲିବାର…
Read More...