ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି
ପୁରୀ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି ପାଇଁ ବଡ଼ ନିଷ୍ପତ୍ତି ନିଆଯାଇଛି। ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଏହା ସ୍ପଷ୍ଟ କରାଯାଇଛି ଯେ ପ୍ରଥମେ ଚଳନ୍ତି ରତ୍ନଭଣ୍ଡାରର ଗଣତିମଣତି କରାଯିବ। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ପ୍ରଥମ ପର୍ଯ୍ୟାୟ ପରେ ଦ୍ୱିତୀୟ…
Read More...
Read More...