ଟେଷ୍ଟ୍ କ୍ରିକେଟରେ ୭୦୦ ୱିକେଟ ନେଇ ରେକର୍ଡ କଲେ ଅଶ୍ୱିନ
ଡୋମିନିକା: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ଆରମ୍ଭ ହୋଇଯାଇଛି । ଏହି ମ୍ୟାଚରେ ପ୍ରଥମ ଦିନରେ ବିପକ୍ଷ ଟିମକୁ ଧୂଳି ଚଟାଇଛି ରୋହିତ ଶର୍ମାଙ୍କ ଟିମ୍ । ଅଶ୍ୱିନଙ୍କ ନେତୃତ୍ୱରେ ଭାରତୀୟ ବୋଲର ଭଲ ପ୍ରଦର୍ଶନ କରିଛନ୍ତି । ୱେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ୬୪.୩ ଓଭରରେ ୧୫୦ ରନ୍ କରି…
Read More...
Read More...