Browsing Tag

Rayagada Police

ପୋଲିସର ଭୟ ଦେଖାଇ ଲୁଟି ବନ୍ଧା ହେଲେ ୩ ହୋମଗାର୍ଡ

ରାୟଗଡା:- ପୁଣି ଖକୀରେ ଲାଗିଲା ଦାଗ । ପୋଲିସର ଭୟ ଦେଖାଇ ଲୁଟି ବନ୍ଧା ହେଲେ ୩ ହୋମଗାର୍ଡ । ୩ ହୋମଗାର୍ଡଙ୍କ ସମେତ ୭ ଜଣଙ୍କୁ ଗିରଫ କରିଛି ରାୟଗଡା ଟାଉନ୍‌ ପୋଲିସ । ପରାଧୀ ମାନେ ଜଣେ ବ୍ୟବସାୟୀଙ୍କ ଠାରୁ ୯ ଲକ୍ଷ ଟଙ୍କା ଓ ସୁନା ଚେନ୍‌ ଲୁଟି ଥିଲେ । ପୋଲିସ ଭୟ ଦେଖାଇ ଲୁଟିଥିବା ନେଇ…
Read More...

ରାୟଗଡା ଜିଲ୍ଲା ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛି ଦୁର୍ଦ୍ଦାନ୍ତ ମାଓବାଦୀ ବିଜୟ ପୁନେମ

ରାୟଗଡା-: ରାୟଗଡା ଜିଲ୍ଲା ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛି ବଂଶଧାରା- ଘୁମୁସର- ନାଗାବଳି  ଡିଭିଜନ ଘୁମସର ଏରିଆ କମିଟିର ଦୁର୍ଦ୍ଦାନ୍ତ ମାଓବାଦୀ ବିଜୟ ପୁନେମ ଓରଫ ଅଜୟ । ବିଜୟ ଗୋଟିଏ ପିସ୍ତଲ୍ ଓ ୮ରାଉଣ୍ଡ ଗୁଳି ସହିତ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କୁ ଧରାଇଦେବାକୁ ଓଡିଶା…
Read More...