ରେଢାଖୋଲ ରାଜୀବ ଗାନ୍ଧୀ ସଭାଗୃହରେ ଯୁଗ୍ମ ଅଭିଯୋଗ ଶୁଣାଣୀ
ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଲକ ରାଜୀବଗାନ୍ଧୀ ସଭାଗୃହରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣୀରେ ମୋଟ ୯୧ଟି ଅଭିଯୋଗ ଆସିଥିବା ବେଳେ ବ୍ୟକ୍ତି ଗତ ୫୩ଟି ଏବଂ ୩୮ଟି ଗୋଷ୍ଠୀଗତ ଅଭିଯୋଗ ରହିଥିଲା। ସେଥିମଧ୍ୟରୁ କିଛି ବୃଦ୍ଧ ଓ ବୃଦ୍ଧାଙ୍କୁ ଭତ୍ତା…
Read More...
Read More...