ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ପ୍ରଥମେ ଜଗନ୍ନାତଙ୍କୁ ନିମନ୍ତ୍ରଣ
ପୁରୀ : ଜାନୁଆରୀ ୧୭ରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏଥିପାଇଁ ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ସମ୍ପର୍କିତ ନିମନ୍ତ୍ରଣ ମହାପ୍ରଭୁୁଙ୍କ ଶ୍ରୀଚରଣରେ ଅର୍ପଣ ହେବ । ଯଜମାନ ଭାବେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଯଜ୍ଞର ପୂର୍ଣ୍ଣାହୁତି ଦେବେ । ଏଣୁ…
Read More...
Read More...