ବ୍ୟକ୍ତିଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର
(ରିପୋର୍ଟସଟୁଡେ): ରାଉରକେଲା ଛେଣ୍ଡ କଲୋନୀରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ସନ୍ତୋଷ ରଜାକ୍ । ଆଜି ସକାଳେ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଚଳାଇଛି ।…
Read More...
Read More...